Latest Odisha News

BREAKING NEWS

ଓଡିଶାରେ ଆଜି ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୭୭୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୬ ହଜାର ୮୯୪ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଆଜିଠୁ ପୂର୍ବତଟ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ

ଭୁବନେଶ୍ୱର: ପୂର୍ବତଟ ରେଳବାଇ (ଇକୋର) ପକ୍ଷରୁ ଶନିବାର ଦିନ ଠାରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି। ଏକ ସ୍ୱତନ୍ତ୍ର ଟ୍ରେନ୍ ଖୋର୍ଦ୍ଧାରୁ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର, ଶୁକ୍ରବାର ଏବଂ ଶନିବାର ସନ୍ଧ୍ୟା ୬:୪୦ ରେ ଚାଲିବ ଏବଂ ଅହମ୍ମଦାବାଦରୁ ପ୍ରତି ସୋମବାର, ଗୁରୁବାର,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଞ୍ଜାମ ଓ ପୁରୀ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ…

ଭାରତରେ ୪୬ ଲକ୍ଷ ପାର୍ କରୋନା ସଂକ୍ରମଣ; ଦିନକରେ ୯୭ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୪୬,୫୯,୯୮୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୧୨-୦୯-୨୦୨୦ ଶନିବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର  ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା  ସେପ୍ଟେମ୍ବର ତା ୧୨ ରିଖ  ଶନିବାର ସିଂହ ୨୮ ଦିନ ଆଶ୍ବିନ ମାସ କୃଷ୍ଣ ପକ୍ଷ  ଦଶମୀ ତିଥି ଆଦ୍ରା  ନକ୍ଷତ୍ର ମିଥୁନ ଚନ୍ଦ୍ର   ଘାତ ବାର:- ବୃଷ,ସିଂହ ଓ କନ୍ୟା ରାଶିର…

ରାଜ୍ୟରେ ଦିନକରେ ୫୦ ହଜାରରୁ ଅଧିକ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦ ହଜାର ୯୭୯ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୨୧୩ ଜଣଙ୍କର ଆଣ୍ଟିଜେନ, ୭୬୦୬ଟି ଆରଟି-ପିସିଆର୍ ଓ ୧୬୦ ଟି ଟ୍ରୁନଟ୍…

ଡ୍ରଗ୍ସ ଲିଙ୍କ: ଏନସିବି ଜାଲରେ ଫସି ପାରନ୍ତି ସାରା ଅଲ୍ଲୀ ଖାନ, ରକୁଲ ପ୍ରିତ ସିଂହ ଓ ମୁକେଶ ଛାବ୍ରା

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମାମଲାରେ ଡ୍ରଗ୍ସ ଲିଙ୍କ ମିଳିବା ପରେ ନାରକୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି) ଖୋଳତାଡ କରୁଛି । ଏହି ଘଟଣାରେ ରିୟା ଚକ୍ରବର୍ତ୍ତି, ତାଙ୍କ ଭାଇ ସୌବିକ ଚକ୍ରବର୍ତ୍ତୀ, ହାଉସ୍ ମାନେଜର ଦୀପେଶ ସାୱନ୍ତ, ଗିରଫ ହୋଇଛି । ତେବେ ଜି ନ୍ୟୁଜର ରିପୋର୍ଟ…

+୨ ଖାତା ରିଚେକିଂ ଆବେଦନ ଆରମ୍ଭ

ଭୁବନେଶ୍ୱର: +୨ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ଛାତ୍ରଛାତ୍ରୀମାନେ ସେପ୍ଟେମ୍ବର ୧୧ ରୁ ୨୫ ସେପ୍ଟେମ୍ବର ମଧ୍ୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ର ୱେବସାଇଟ୍ ଜରିଆରେ ଅନଲାଇନରେ ଉତ୍ତର ବୁକଲେଟର ରିଚେକିଂ ପାଇଁ ଆବେଦନ କରିପାରିବେ। ପୁନଃ ମୂଲ୍ୟାୟନ ଫିସ୍ ବାବଦକୁ…

ଓଡିଶାର ନୂଆ କଂଗ୍ରେସ ପ୍ରଭାରୀ ହେଲେ ଚେଲ୍ଲା କୁମାର

ଭୁବନେଶ୍ୱର: ଓଡିଶା ପାଇଁ ଏଆଇସିସି ପକ୍ଷରୁ ଚେଲ୍ଲାକୁମାରଙ୍କୁ ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ପୂର୍ବରୁ ଜିତେନ୍ଦ୍ର ସିଂ ଓଡିଶା ପ୍ରଭାରୀ ଥିବା ବେଳେ ଏବେ ଚେଲ୍ଲାକୁମାରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ଚେଲ୍ଲାକୁମାର ଗତ ନିର୍ବାଚନରେ ତାମିଲନାଡୁର କ୍ରିଷ୍ଣଗିରି ନିର୍ବାଚନ…

ଜୀବନର ଟ୍ରାୟଲୋଜୀ

ଇତିଶ୍ରୀ ନାୟକ ମୁଁ ଆଉ ଜୀବନ ଗୋଟେ ରିଭଲଭିଂ ଡୋରର ଏପଟେ ସେପଟେ ନା ମୁଁ ତାକୁ ଛୁଇଁ ପାରେ ନା ସେ ମୋତେ।। ଜୀବନଟା କମ୍ପ୍ଯୁଟର ପ୍ରୋଗ୍ରାମିଂର ଶୂନ୍ ଆଉ ଏକର ଖେଳ ନୁହେଁ ଶୂ୍ନ ଆଉ ଏକ ମଝିର ଯାତ୍ରା ହିଁ ବୋଧେ ଜୀବନ।। ଜୀବନର ହିସାବ କିତାବ ସରିଯିବା ଆଗରୁ ଏଇଠି…