Latest Odisha News

BREAKING NEWS

ଭରତପୁର ନାବାଳକ ହତ୍ୟାକାଣ୍ଡ:ଖଣ୍ଡିଗିରି ଥାନାରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଟିମ୍

ଭୁବନେଶ୍ୱର: ଭରତପୁର ନାବାଳକ ଅଶ୍ୱନୀ ପାଢ଼ୀ ହତ୍ୟା ଘଟଣାରେ ଖୋଳତାଡ ଜାରି ରହିଛି । ଆଜି ଖଣ୍ଡିଗିରି ଥାନରେ ପହଞ୍ଚିଛନ୍ତି ଓଡିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଦୁଇ ଜଣିଆ ଟିମ୍ । ତଦନ୍ତର ଅଗ୍ରଗତି ନେଇ ଥାନା ଅଧିକାରୀ ସହ ଆଲୋଚନା କରିଛନ୍ତି । ଏଯାଏ ନାବାଳକ ହତ୍ୟାକାଣ୍ଡରେ କେତେ…

ପ୍ରେମିକାର ନିଶା ଅଭ୍ୟାସ ପାଇଁ ପ୍ରେମିକ ସାଜିଲା ଚୋର !

ଦିଲ୍ଲୀ: ଅଟୋ ଡ୍ରାଇଭରଠୁ ଲୁଟ୍ ଉଦ୍ୟମରେ ଗିରଫ ହୋଇଛି ଜଣେ ଯୁବକ । ପରିଚୟ ଅମନ ଉପାଧ୍ୟାୟ । ନିଜ ପେଟ ପୋଷିବା ସହ ପ୍ରେମିକାର ନିଶା ଅଭ୍ୟାସକୁ ସକ୍ରିୟ ରଖିବା ପାଇଁ ପ୍ରେମିକ ପାଲଟିଥିଲା ଚୋର । ହେଲେ ପ୍ରେମିକ ଗିରଫ ହେବା ପରେ ସାମ୍ନାକୁ ଆସିଥିଲା ଚାଂଚଲ୍ୟକର ତଥ୍ୟ । ମଙ୍ଗଳବାର ଲାଜପତ…

ନିଟ୍ ପରୀକ୍ଷା କେନ୍ଦ୍ରରେ ରହିବ ଆଇସୋଲେସନ୍ ରୁମ୍

ଭୁବନେଶ୍ୱର: ଜେଇଇ ମେନ୍ ଭଳି ନିଟ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । ନିଟ୍ ସେଣ୍ଟରରେ ରହିବ ଆଇସୋଲେସନ୍ ରୁମ୍ । ଅଧିକ ତାପମାତ୍ରା ବା ଅସୁସ୍ଥ ପରୀକ୍ଷାର୍ଥୀ ସେଠାରେ ପରୀକ୍ଷା ଦେବେ । ସେମାନଙ୍କ ପାଇଁ ଦୁଇ ଜଣ ପରୀକ୍ଷା ନିୟନ୍ତ୍ରକ ପିପିଇ କିଟ୍ ପିନ୍ଧି ପରୀକ୍ଷା ପରିଚାଳନା କରିବେ ।…

କିଟ୍‍ ବିଶ୍ୱବିଦ୍ୟାଳୟରେ ମାଗଣାରେ ପଢିବେ କରୋନା ମୃତକଙ୍କ ପିଲା; ୮ ଛାତ୍ରଛାତ୍ରୀ ମନୋନୀତ

ଭୁବନେଶ୍ୱର: କରୋନା ମହାମାରୀ ଓଡ଼ିଶାର ଜନଜୀବନକୁ ବିପର୍ଯ୍ୟସ୍ତ କରି ଦେଇଥିବା ବେଳେ କରୋନା ମୃତକଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଛି କିଟ୍‍ ବିଶ୍ୱବିଦ୍ୟାଳୟ । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଅନୁରୋଧ କ୍ରମେ କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ କରୋନାରେ ମୃତ୍ୟୁ ବରଣ…

ୟୁଏସ ଓପନ ଟେନିସ : ସେମିରେ ହାରିଲେ ସେରେନା, ଆଜରେଙ୍କା-ଓସକା ଟାଇଟଲ ମୁକାବିଲା

ୱାଶିଂଟନ:ୟୁଏସ ଓପନ ମହିଳା ସିଙ୍ଗଲ୍ସ ଟାଇଟଲ ଲାଇନଅପ ଚୂଡାନ୍ତ ହୋଇଛି । ବେଲାରୁଷର ଭିକ୍ଟୋରିଆ ଆଜରେଙ୍କା ଓ ଜାପାନର ନାଓମି ଓସକା ମଧ୍ୟରେ ଶନିବାର ଫାଇନାଲ ମ୍ୟାଚ ଖେଳାଯିବ । ସେମିଫାଇନାଲ ମୁକାବିଲାରେ ଆଜରେଙ୍କା ଆମେରିକାର ସେରେନା ୱିଲିୟମ୍ସଙ୍କୁ ୧-୬, ୬-୩, ୬-୩ ସେଟରେ ପରାସ୍ତ କରିଥିଲେ…

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର: ଓଡିଶାର ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। "ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ ସ୍ବାସ୍ଥ୍ୟ ବସ୍ଥା ସ୍ଥିର ରହିଛି" ବୋଲି ଟ୍ବିଟ କରି ସୂଚନା ଦେଇଛନ୍ତି ମନ୍ତ୍ରୀ। ନିକଟ ଅତୀତରେ ତାଙ୍କ ସହ…

ମିଳିଲାନି ବେଲ୍, ଜେଲରେ ରହିବେ ରିୟା ଚକ୍ରବର୍ତ୍ତୀ

ମୁମ୍ୱାଇ: ରିୟା ଚକ୍ରବର୍ତ୍ତୀଙ୍କ ଝଟକା । ବେଲ୍ ଆବେଦନକୁ ଖାରଜ କଲେ ମୁମ୍ୱାଇ ସେସନ୍ସ କୋର୍ଟ । ରିୟାଙ୍କ ସମେତ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀଙ୍କ ସମେତ ୬ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ସୁଶାନ୍ତ ସିଂହ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଛନ୍ତି ରିୟା…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ହେଲା ଶହୀଦଙ୍କ ଶେଷକୃତ୍ୟ

ଅନୁଗୁଳ: ଗାଁ ମାଟିରେ ଶହୀଦ ଦେବାଶିଷ ସେଠୀଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି । ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଅଙ୍ଗପଡା ଗ୍ରାମର ଶହୀଦ ଯବାନ ଦେବାଶିଷ ସେଠୀଙ୍କ ମର ଶରୀର ଗତକାଲି ପହଞ୍ଚିବା ପରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ରାତିରେ ସେଠାରେ ଉପସ୍ଥିତ ରହି ଶେଷ…

୨୪ ଘଣ୍ଟାରେ ରାଜ୍ୟରେ ୧୪ କରୋନା ଆକ୍ରାନ୍ତ ମୃତ, ଛଅ ଶହ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମାଡୁଛି ଓ ମାରୁଛି ମହାମାରୀ । ଗତ ୨୪ ଘଣ୍ଟାରେ ଆଉ ୧୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ୭ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୫ ଜଣ ମହିଳା ଓ ୯ ଜଣ ପୁରୁଷ । 3.A 74 year old female of…

ଏଣିକି ସ୍ୱାବ୍ ଦେବା ଦିନଠୁ ୧୦ ଦିନ ହୋମ୍ ଆଇସୋଲେସନ୍

ଭୁବନେଶ୍ୱର: କୋଭିଡ ପାଇଁ ରାଜ୍ୟ ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଏଣିକି କୋଭିଡ୍ ଟେଷ୍ଟ ପାଇଁ ସ୍ୱାବ ଦେବା ଦିନଠାରୁ ୧୦ ଦିନ ହୋମ୍ ଆଇସୋଲେସନରେ ରହିବାକୁ ପଡିବ । ଏନେଇ ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନରଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ସଚିବ…