ରାଜ୍ୟରେ ଅଣାୟତ୍ତ କରୋନା: ଗୋଟିଏ ଦିନରେ ୪ ହଜାର ସଂକ୍ରମିତ ଚିହ୍ନଟ !
ଭୁବନେଶ୍ୱର: ରାଜ୍ୟରେ କରାଳ ରୂପ ନେଲାଣି କରୋନା ଭୂତାଣୁ। କିଛି ଦିନ ହେବ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପୁଛି। ଆଜି ଏହି ସଂଖ୍ୟା ୪ ହାଜର ପାଖାପାଖି ପହଞ୍ଚିଛି।
୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩ ହଜାର ୯ ଶହ ୯୬ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୩୫୯ ଓ…