Latest Odisha News

BREAKING NEWS

କରୋନା ଭାଇରସ: ଇରାନରୁ ଫେରିଲେ ୫୮ ଭାରତୀୟ

ନୂଆଦିଲ୍ଲୀ: ଚୀନରୁ ଉତ୍ପତ୍ତି ହୋଇଥିବା କରୋନା ଭାଇରସ ଏବେ ଇରାନ ଓ ଇଟାଲୀରେ ହାହାକାର ସୃଷ୍ଟି କରିଛି । ଇରାନରେ କରୋନା ଭାଇରସ ଜନିତ ମୃତ୍ୟୁ ସଂଖ୍ୟା ସୋମବାର ଦିନ ୨୩୭ରେ ପହଞ୍ଚିଛି । ଏହା ମଧ୍ୟରେ ଇରାନରେ ଫସିରହିଥିବା ଭାରତୀୟଙ୍କ ଉଦ୍ଧାର କରାଯାଇଛି । ୫୮ଜଣଙ୍କ ପ୍ରଥମ ବ୍ୟାଚ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୦-୩-୨୦୨୦ ମଙ୍ଗଳବାର ଆଜି ହେଉଛି ୨୦୨୦ ମସିହା ମାର୍ଚ୍ଚ   ତା ୧୦ ରିଖ ମଙ୍ଗଳବାର କୁମ୍ଭ ୨୭ ଦିନ ଚୈତ୍ର ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ଉତ୍ତରା ଫାଲଗୁନୀ ନକ୍ଷତ୍ର କନ୍ୟା ଚନ୍ଦ୍ର      ଘାତ ବାର-:  ମକର ରାଶିର ଘାତ ଚନ୍ଦ୍ର: ବୃଷ ରାଶି ପୁରୁଷ ଓ ଧନୁ ରାଶି…

ହୋଲି ଲାଗି ଉତ୍ସବମୁଖର ସାରା ରାଜ୍ୟ

ଭୁବନେଶ୍ୱର: ରଙ୍ଗର ଉତ୍ସବ ହୋଲି ଖେଳିବାକୁ ସମସ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ଲାଗି ରହିଥାଏ । ହୋଲିରେ ଅନେକ ବ୍ୟକ୍ତି ବିଭିନ୍ନ ପ୍ରକାରର ରଙ୍ଗ ଖେଳିଥାନ୍ତି । ଯାହାକୁ ନେଇ ମଙ୍ଗଳବାର ଦିନ ସାରା ଦେଶରେ ଧୁମଧାମରେ ହୋଲି ପର୍ବ ପାଳିତ ହେଉଛି ।…

ଦୋଳପୂର୍ଣ୍ଣିମାରେ ଶ୍ରୀଜଗନ୍ନାଥଙ୍କ ସୁନାବେଶ; ଜାଣନ୍ତୁ, ମହାପ୍ରଭୁ ପିନ୍ଧିଲେ କେଉଁସବୁ ସ୍ୱର୍ଣ୍ଣାଳଙ୍କାର !

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବର୍ଷକ ମଧ୍ୟରେ ଅନୁଷ୍ଠିତ ଅନେକ ବେଶ ମଧ୍ୟରୁ ଶ୍ରୀଜୀଉମାଙ୍କର ସୁନାବେଶ ବା ରାଜବେଶ ଅତ୍ୟନ୍ତ ମନୋମୁଗ୍ଧକର । ଏହି ବେଶରେ ଠାକୁରମାନେ ବହୁ ପ୍ରକାର ସ୍ୱର୍ଣ ଅଳଙ୍କାରରେ ସଜ୍ଜିତ ହୋଇଥାନ୍ତି। ପ୍ରତିବର୍ଷ ମହାପ୍ରଭୁଙ୍କର ଏହି ରାଜବେଶ ବା ସୁନାବେଶ ପ୍ରାୟ ୫ଥର…

ବେଦାନ୍ତ ଲାଞ୍ଜିଗଡ଼ରେ ମହିଳା ଦିବସ ପାଳିତ; ୬ଟି ଗ୍ରାମ ପଞ୍ଚାୟତର ୨୫୦୦ ମହିଳାଙ୍କ ଅଂଶଗ୍ରହଣ

ଲାଞ୍ଚିଗଡ଼: କଳାହାଣ୍ଡି ଲାଞ୍ଜିଗଡ଼ରେ ଥିବା ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ଅନୁଷ୍ଠିତ ଏକ ଉତ୍ସବରେ ୬ଟି ପଞ୍ଚାୟତର ପ୍ରାୟ ୨୫୦୦ ମହିଳା ଯୋଗଦାନ କରିଥିଲେ । ଏହି ମହିଳା ଦିବସରେ କମ୍ୟୁନିଟି ମହିଳା ମାନଙ୍କୁ…

ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୪୫କୁ ବୃଦ୍ଧି

ନୂଆଦିଲ୍ଲୀ: ଏପର୍ଯ୍ୟନ୍ତ ଭାରତରେ ମୋଟ୍ ୪୫ଟି କରୋନା ଭାଇରସର ମାମଲା ଆସିଛି । ଜାମ୍ମୁ-କାଶ୍ମୀର, ନୂଆଦିଲ୍ଲୀ, ପଞ୍ଜାବ, କର୍ଣ୍ଣାଟକ, ଉତ୍ତର ପ୍ରଦେଶ ଓ କେରଳରେ ୬ଟି ମାମଲା ସାମନାକୁ ଆସିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏପର୍ଯ୍ୟନ୍ତ କର୍ଣ୍ଣାଟକରୁ କରୋନା ଭାଇରସ ମାମଲା ସ୍ପଷ୍ଟ କରିନାହାଁନ୍ତି…

ହୀରାଧର ସାହୁ ‘ଶାମ୍ଭବୀ’ ପୁରସ୍କାର ୨୦୨୦ ପାଇଁ ମନୋନୀତ

ଭୁବନେଶ୍ୱର: ହୀରାଧର ସାହୁ(ଜିଲ୍ଲା ଜଙ୍ଗଲ ମଞ୍ଚ , ଦେବଗଡ)ଙ୍କୁ ସର୍ବସମ୍ମତି କ୍ରମେ ୨୦୨୦ର 'ଶାମ୍ଭବୀ' ପୁରସ୍କାରର ବିଜେତା ମନୋନୀତ କରଯାଇଛି । ଅନିଲ ପ୍ରଧାନ (ନବୋମେସ ପ୍ରସାର, ଆଇପିଏଫଏସସିଆର, କଟକ ଫାଉଣ୍ଡର) ଜୁରୀ କମେଣ୍ଡେସନର ବିଜେତା ହୋଇଛନ୍ତି । ମାର୍ଚ୍ଚ ୧୨ ତାରିଖରେ…

ଦୋଳପୂର୍ଣ୍ଣିମାରେ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ

ପୁରୀ: ସୋମବାର ଦୋଳ ପୂର୍ଣ୍ଣିମା ଅବସରରେ ଚତୁର୍ଦ୍ଧାମୂର୍ତିଙ୍କ ଦର୍ଶନ ପାଇଁ ପୁରୀରେ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଲାଗିରହିଛି । ଭୋର ୩ଟା ବେଳୁ ଶ୍ରୀମନ୍ଦିର ଖୋଲାଯିବା ପରଠାରୁ ଏହି ଭିଡ ଲାଗିରହିଥିଲା । ମହାପ୍ରଭୁଙ୍କ ସୁନାବେଶ ଥିବାରୁ ଭକ୍ତଙ୍କ ଆଗ୍ରହ ଏଥିନେଇ ବିଶେଷ ଭାବେ ରହିଥିଲା । ୩୨…

ରେଳଧାରଣା ଅତିକ୍ରମ କରୁଥିବା ବେଳେ ବଧିର ମହିଳାଙ୍କ ଟ୍ରେନ ଧକ୍କାରେ ମୃତ୍ୟୁ

କେନ୍ଦୁଝର: ରେଳଧାରଣା ଉପରେ ଚାଲିବା ଜଣେ ମହିଳାଙ୍କ ଲାଗି ସାଙ୍ଗାତିକ ସାବ୍ୟସ୍ତ ହୋଇଛି । ସୋମବାର ଦିନ କେନ୍ଦୁଝର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ବଡ଼ପଲାସା ନିକଟରେ ଗୌରୀ ପଣ୍ଡା ନାମ୍ନୀ ଜଣେ ମହିଳା ଚାଲିଚାଲି ରେଳ ଟ୍ରାକ୍ ଅତିକ୍ରମ କରୁଥିବା ବେଳେ ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା ।…

ଆସନ୍ତୁ ଜାଣିବା ଦୋଳ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ସମ୍ପର୍କରେ

ପୁରୀ: ଦୋଳ ପୂର୍ଣ୍ଣିମାରେ କୋଟି କୋଟି ଓଡିଶାବାସୀଙ୍କ ଆରାଧ୍ୟଦେବତା ମହାପ୍ରଭୁଙ୍କ ଶ୍ରୀଜଗନ୍ନାଥଙ୍କ ସୁନାବେଶ ଆୟୋଜିତ ହୋଇଥାଏ । ଏହି ମନଲୋଭା ଅନୁଭୂତି ସାଉଁଟିବା ପାଇଁ ଶ୍ରୀକ୍ଷେତ୍ରକୁ ଛୁଟି ଆସନ୍ତି ଭକ୍ତଗଣ । ପୁରୀ ପାଲଟି ଯାଏ ଉତ୍ସବମୁଖରିତ । ବାତ୍ୟା, ବନ୍ୟା କିମ୍ବା ମହାମାରୀ କେହି…