ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୧ତମ ଜନ୍ମବାର୍ଷିକୀରେ ଟୁଇଟ୍ କରି ଶ୍ରଦ୍ଧାଞ୍ଜଳୀ ଜଣାଇଲେ ପିଏମ୍ ମୋଦୀ
ନୂଆଦିଲ୍ଲୀ: ସ୍ୱାଧୀନତା ପରେ ଦେଶର ଶାସନ ଦାୟିତ୍ୱ ଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁଙ୍କୁ ସ୍ମରଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରି ଦେଶର…