କରୋନା ଭାଇରସ ଆତଙ୍କ; କେରଳରେ ୩ ବର୍ଷୀୟ ଶିଶୁ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କୋରୋନା ଭୂତାଣୁ (କୋଭିଡ-୧୯) ଦ୍ୱାରା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ସୋମବାର ଦିନ କେରଳରେ ୩ ବର୍ଷୀୟ ଶିଶୁକୁ ଚିହ୍ନଟ କରାଯାଇଛି ।
ପ୍ରାପ୍ତ ସୂଚନାନୁଯାୟୀ ଉକ୍ତ ଶିଶୁ ଓ ପିତାମାତା ନିକଟ ଅତୀତରେ ଇଟାଲି ଯାଇଥିବା ବେଳେ…