ରାଜ୍ୟସ୍ତରୀୟ ହସ୍ତଶିଳ୍ପ ମେଳା ଉଦ୍ଯାପିତ: ୫୩ ଲକ୍ଷ ଟଙ୍କାର କାରବାର
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ମାର୍ଚ୍ଚ ୨ ତାରିଖଠାରୁ ଆରମ୍ଭ ହୋଇଥିବା ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଆଜି ଉଦ୍ଯାପିତ ହୋଇଯାଇଛି ।
ଏହି…