Latest Odisha News

BREAKING NEWS

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ କଂଟ୍ରୋଲ ବୋର୍ଡ ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଶୃଙ୍ଖଳା ପାଇଁ ଟିମ୍ ଘୋଷଣା କରିଛି । ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧାଓ୍ଵନ୍‌ଙ୍କୁ ସ୍ଥାନ ମିଳିଛି । ରୋହିତ ଶର୍ମା ଓ ମହମ୍ମଦ ସାମିଙ୍କୁ ବିଶ୍ରାମ ମିଳିଛି । ଭାରତ ଓ ଦକ୍ଷିଣ…

ଭାରତର ଆଶା ଧୂଳିସାତ୍‌ : ଅଷ୍ଟ୍ରେଲିଆ ୫ମଥର ପାଇଁ ଚାମ୍ପିୟନ

ମେଲବର୍ଣ୍ଣ: ମହିଳା ଟି୨୦ ବିଶ୍ୱକପ କ୍ରିକେଟରେ ଉଭୟ ବ୍ୟାଟିଂ ଓ ବୋଲିଂରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଭାରତ ୮୫ ରନରେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଛି । ଏଥିସହ ଟିମ ଇଣ୍ଡିଆର ଚାମ୍ପିୟନ ହେବା ଆଶା ଧୂଳିସାତ୍ ହୋଇଥିବାବେଳେ ଅଷ୍ଟ୍ରେଲିଆ ୫ମ ଟାଇଟଲ ଜିତିଛି ।   ଆଜି ଅନ୍ତର୍ଜାତୀୟ…

ମହିଳା ସଶକ୍ତିକରଣରେ ଓଡିଶା ଆଗୁଆ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ସାମିଲ ହୋଇ ମହିଳା ଦିବସର ଶୁଭେଚ୍ଛା ଜଣାଇଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡିଶା ରାଜ୍ୟ ଆଗୁଆ ବୋଲି ଖୁସି ପ୍ରକାଶ କରିଛନ୍ତି ।…

କେରଳ ପରେ ଚେନ୍ନାଇରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ବଢ଼ି ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ପୁଣି ଏକ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଂଚିଛି । ରବିବାର ଦିନ କେରଳରେ ୫ କରୋନା ରୋଗୀଙ୍କ ନମୂନା ପଜିଟିଭ ଆସିଛି । ଏହା ବ୍ୟତୀତ ଚେନ୍ନାଇର ଜଣେ…

ମହିଳା ଦିବସରେ ମହିଳା କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମହିଳା ଦିବସରେ ଅସ୍ତ୍ରଶସ୍ତ୍ର ଛାଡି ମୁଖ୍ୟସ୍ରୋତରେ ସାମିଲ ହେବାକୁ ମହିଳା କ୍ୟାଡର ମାଓବାଦୀ ପ୍ରୟାସ କରିଛନ୍ତି । ମାଲକାନଗିରିରେ ଜଣେ ମହିଳା କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ମାଲକାନଗିରି ଏସପିଙ୍କ ପାଖରେ ମହିଳା ମାଓବାଦୀ ଦେବେ ସୋଢ଼ି ଆତ୍ମସମର୍ପଣ କରିଛନ୍ତି ।…

ମହିଳା ଟି୨୦ ବିଶ୍ୱକପ କ୍ରିକେଟ : ଭାରତ ସମ୍ମୁଖରେ ୧୮୫ ରନର ବିଶାଳ ଲକ୍ଷ୍ୟ

ମେଲବୋର୍ଣ୍ଣ: ଆଇସିସି ମହିଳା ଟି୨୦ ବିଶ୍ୱକପ କ୍ରିକେଟ ଫାଇନାଲରେ ଅଷ୍ଟ୍ରେଲିଆ ୧୮୫ ରନର ବିଶାଳ ଲକ୍ଷ୍ୟ ଭାରତ ସମ୍ମୁଖରେ ରଖିଛି । ନିର୍ଦ୍ଧାରିତ ଓଭରରେ ଘରୋଇ ଦଳ ୪ ଉଇକେଟ ବିନିମୟରେ ୧୮୪ ରନ କରିଥିଲା । ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିଥିଲା । ଦୁଇ ଓପନର ଆଲିସା ହୀଲେ ଓ…

କରୋନାଭାଇରସ୍‌ରେ ସଂକ୍ରମିତ ରହୁଥିବା ହୋଟେଲ୍‌ ଭୁଶୁଡ଼ି ୪ଜଣଙ୍କର ମୃତ୍ୟୁ

ସଙ୍ଘାଇ: କରୋନା ଭାଇରସ ସଂକ୍ରମିତ ରହୁଥିବା ଚୀନର ଏକ ହୋଟେଲ ଭୁଷୁଡି ପଡିବା ଫଳରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି । କ୍ୱାନ୍‌ଝୌ ସହରରେ ଶନିବାର ସନ୍ଧ୍ୟାରେ ଭୁଶୁଡ଼ି ପଡ଼ିଥିବା ହୋଟେଲ୍‌ରେ ୪ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା କଥା ରବିବାର ଦିନ ଜରୁରୀ ପରିସ୍ଥିତି ପରିଚାଳନା…

ଗଜିଆବାଦରେ ଆକାଶରୁ ଖସିଲା ଅଗ୍ନି ପିଣ୍ଡୁଳା, ତାପରେ କ’ଣ ହେଲା ଜାଣନ୍ତୁ…

ଗଜିଆବାଦ: ଗାଜିଆବାଦ୍ ରେଳ ଷ୍ଟେସନ ନିକଟରେ ଦେଖିବାକୁ ମିଳିଛି ଏକ ଅସ୍ୱାଭାବିକ ଘଟଣା । ବର୍ଷା ହେଉଥିବା ସମୟରେ ଶୂନ୍ୟରୁ ହଠାତ ଏକ ଅଗ୍ନି ପିଣ୍ଡୁଳା ଭଳି ଜିନିଷ ତଳକୁ ଖସିଛି । ଯାହାକି ଲୋକଙ୍କ ମନରେ ଆତଙ୍କ ଖେଳାଇ ଦେଇଛି । ପ୍ରାଥମିକ ପରୀକ୍ଷାରୁ ଜଣାପଡିଛି ଯେ, ଜଣାପଡ଼ିଛି ଯେ ଏହି…

ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ମହିଳା ପର୍ଯ୍ୟଟଙ୍କ ପାଇଁ ପ୍ରବେଶ ନିଃଶୁଳ୍କ

ଭୁବନେଶ୍ୱର: ଆଜି ମହିଳା ଦିବସ ଅବସରରେ ଜାତୀୟତା ନିର୍ବିଶେଷରେ ସମସ୍ତ ମହିଳା ପର୍ଯ୍ୟଟକଙ୍କୁ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ନିଃଶୁଳ୍କ ରହିବ । ମହିଳା ଦିବସ ଅବସରରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ରବିବାର ଦିନ କେନ୍ଦ୍ର ଦ୍ୱାରା ସଂରକ୍ଷିତ ଟିକେଟ ଦ୍ୱାରା ପ୍ରବେଶ ହେଉଥିବା ସ୍ମାରକ…

ବିନା ରେଜିଷ୍ଟ୍ରେସନରେ ଗାଡି ବିକ୍ରି କରି ୧ ଲକ୍ଷ ଟଙ୍କା ଜରିମାନା ଗଣିଲା ‘ସୋ’ରୁମ’

ସମ୍ବଲପୁର: ନୂଆ ମୋଟରେ ଯାନ ଆଇନ କଡାକଡି ଭାବରେ ଲାଗୁ ହେବା ପରେ ନିୟମ ଉଲଂଘନକାରୀଙ୍କ ଆଖିରୁ ନିଦ ହଜି ଯାଇଛି । ବିନା ରେଜିଷ୍ଟ୍ରେସନ ନମ୍ବରରେ ଗାଡି ବିକ୍ରି କରିଥିବାରୁ ଝାରସୁଗୁଡାର ଏକ ବାଇକ୍ ସୋରୁମକୁ ହୋଇଛି ଲକ୍ଷେ ଟଙ୍କାର ଫାଇନ୍ । ଝାରସୁଗୁଡାର ବାଇକ୍ ସୋ’ରୁମକୁ ଏହି ଫାଇନ୍…