୧୦ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର,…