Latest Odisha News

BREAKING NEWS

ରାମ ମନ୍ଦିରକୁ ୧ କୋଟି ଦାନ କଲେ ଉଦ୍ଧବ ଠାକରେ

ଅଯୋଧ୍ୟା: ଶନିବାର ଅଯୋଧ୍ୟା ଗସ୍ତ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ସେଠାରେ ପହଂଚି ନିର୍ମାଣ ହେବାକୁ ଥିବା ଭବ୍ୟ ରାମ ମନ୍ଦିର ପାଇଁ ସେ ୧ କୋଟି ଟଙ୍କା ଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭାବେ ଶହେ ଦିନର କାର୍ଯ୍ୟକାଳ ପୂରଣ କରିବା ଅବସରରେ ଅଯୋଧ୍ୟା ଗସ୍ତରେ ଯାଇଥିଲେ…

ଓଡ଼ିଶା ପୋଲିସରେ ୨୩୧ଟି ଡ୍ରାଇଭର ପଦବୀ ଲାଗି ନିଯୁକ୍ତି ସୂଚନା: ପଢନ୍ତୁ ସବିଶେଷ ବିବରଣୀ

କଟକ: ଓଡ଼ିଶା ପୋଲିସର ‘ ପୋଲିସ ମୋଟର ପରିବହନ’ ବିଭାଗ ପକ୍ଷରୁ ୨୩୧ଟି ଡ୍ରାଇଭର୍ ପଦବୀ ଲାଗି ପ୍ରାର୍ଥୀ ମାନଙ୍କଠାରୁ ଦରଖାସ୍ତ ଆହ୍ୱାନ କରାଯାଇଛି । ଇଚ୍ଛୁକ ପ୍ରାର୍ଥୀମାନେ ନିମ୍ନ ଲିଖିତ ୱେବସାଇଟ ଲଗଅନ କରି ସବିଶେଷ ବିବରଣୀ ପାଇପାରିବେ । ୱେବସାଇଟ – http://oprecruitment.in ଏହି…

ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ: କିଏ ଏମାନେ ଓ ଜାଣନ୍ତୁ ସେମାନଙ୍କ ସମ୍ପର୍କରେ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମାର୍ଚ୍ଚ ୨୬ରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ୪ ପ୍ରାର୍ଥୀ ଘୋଷଣା କରିଛନ୍ତି। ମୁନ୍ନା ଖାଁ, ସୁବାସ ସିଂ, ସୁଜିତ କୁମାର ଓ ମମତା ମହନ୍ତଙ୍କୁ ପ୍ରାର୍ଥୀ କରାଯାଇଛି । ତେବେ ଆସନ୍ତୁ ଜାଣିବା ଏମାନଙ୍କ ସମ୍ପର୍କରେ ।…

କରୋନା ଭାଇରସ: ଶସ୍ତା ହେଲା ବିଦେଶକୁ ବିମାନ ଯାତ୍ରା, ଜାଣନ୍ତୁ ଟିକେଟ ମୂଲ୍ୟ

ନୂଆଦିଲ୍ଲୀ: କରୋନା ଭାଇରସର ଖରାପ ପ୍ରଭାବ ଅନ୍ତର୍ଜାତୀୟ ଏୟାରଲାଇନ୍ସ ଉପରେ ପଡିଛି । କରୋନା ଭାଇରସ ପାଇଁ ଲୋକମାନଙ୍କ ବିମାନ ଯାତ୍ରା କମିଯାଇଛି । ସେଥିପାଇଁ ଅନ୍ତର୍ଜାତୀୟ ଏୟାରଲାଇନ୍ସ ନିଜର ରୋଜଗାର ପନ୍ଥା ବାହାର କରିଛନ୍ତି । ନୂଆଦିଲ୍ଲୀରୁ ନ୍ୟୁୟର୍କକୁ ଯିବା ଆସିବା କରିବା ପାଇଁ ବିମାନ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କନ୍ଧମାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ,…

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ମୁଁ ସ୍ୱୀକାର କରୁଛି: ପ୍ରସନ୍ନ

ଭୁବନେଶ୍ୱର: ଖାଲି ପଡିଥିବା ୪ଟି ଆସନ ପାଇଁ ବିଜେଡି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି । ତେବେ ଏଥର ମଧ୍ୟ ରାଜ୍ୟସଭା ରେସ୍‌ରୁ ବାଦ୍ ପଡିଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ । ତାଙ୍କୁ ନିରାଶ ହେବକୁ ପଡିଛି । ଏହାକୁ ନେଇ ଡ.ପ୍ରସନ୍ନ ପାଟ୍ଟଶାଣୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି…

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିପିନ ବିହାରୀ ରଥଙ୍କ ଦେହାନ୍ତ

କଟକ: ବରିଷ୍ଠ ଆଇନଜୀବୀ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିପିନ ବିହାରୀ ରଥଙ୍କର ଶନିବାର ଦିନ ଚିକିତ୍ସାଧିନ ଅବସ୍ଥାରେ କଟକ ବଡ ମେଡିକାଲରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । ସେ ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁଁ ମୃତ୍ୟୁବରଣ କରିଥିବା ନେଇ ତାଙ୍କ…

ରାଜ୍ୟସଭା: ନିରାଶ ହେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର: ଅଶାୟୀ ପ୍ରାର୍ଥୀ ହେଲେ ନିରାଶ । ପ୍ରାର୍ଥୀ ଘୋଷଣା ପରେ ରାଜ୍ୟସଭାକୁ ଯିବା ପାଇଁ ମନବଳାଇ ବସିଥିବା ଟାଣୁଆ ନେତା ତଥା ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କୁ ନିରାଶ ହେବାକୁ ପଡିଛି । ରାଜ୍ୟସଭା ରେସ୍‌ରୁ ତାଙ୍କୁ ବାଦ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯…

ମାର୍ଚ୍ଚ ୧୫ରେ ଅନୁଷ୍ଠିତ ହେବ ଓଡିଆ ଫିଲ୍ମଫେୟାର ପୁରସ୍କାର -୨୦୧୯

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୫ ତାରିଖରେ ଭୁବନେଶ୍ୱରର ଜନତା ମଇଦାନରେ ଅନୁଷ୍ଠିତ ହେବ ୧୦ମ ରୁଚି ଓଡିଆ ଫିଲ୍ମଫେୟାର ପୁରସ୍କାର -୨୦୧୯ । ଏହି ଅବସରରେ ଭେଟେରାନ ଓଲିଉଡ ଅଭିନେତା ଅଜିତ ଦାସଙ୍କୁ ଓଡିଆ ସିନେମାରେ ନିଜର ଅବଦାନ ପାଇଁ ଲାଇଫଟାଇମ୍ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ କରାଯିବ ।…

ପଂଜାବକୁ ବ୍ୟାପିଲା କରୋନା, ଅମୃତସରରେ ୨ ପଜିଟିଭ

ଅମୃତସର: ଦିଲ୍ଲୀ ପରେ ପଂଜାବକୁ ବ୍ୟାପିଲା ମାରାତ୍ମକ ଭୂତାଣୁ କରୋନା । ଶନିବାର ପଂଜାବର ମୃତସରରେ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ରକ୍ତ ଏବଂ ସ୍ୱାବ ନମୁନା ପରୀକ୍ଷା ହୋଇଛି । ଏହାପରେ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଉଭୟଙ୍କୁ ଆଇସୋଲେଶନରେ ରଖି ଚିକିତ୍ସା କରାଯାଉଛି ।…