ଭାରତରେ ପ୍ରବେଶ ପାଇଁ ୧୦୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ଶକରଗଡରେ ପ୍ରସ୍ତୁତ : ଗୋଇନ୍ଦା ରିପୋର୍ଟ
ଲେହ:ସାମ୍ବା କଠୁଆ ସେକ୍ଟର ସମ୍ମୁଖରେ ଥିବା ଶକରଗଡରେ ୧୦୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ଭାରତରେ ପ୍ରବେଶ ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ଗୋଇନ୍ଦା ବିଭାଗ ସତର୍କ କରାଇଛି । ଫଳରେ ସୀମାରେ ଆଲର୍ଟ ଜାରି କରାଯିବ ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆତଙ୍କବାଦୀଙ୍କୁ ଭାରତୀୟ ନକ୍ା…