ମାଟ୍ରିକ୍ ପରୀକ୍ଷା ପାଇଁ ଜୋରଦାର ପ୍ରସ୍ତୁତି: ଆଜିଠୁ ନୋଡାଲ୍ ସେଣ୍ଟର ଯିବ ପ୍ରଶ୍ନପତ୍ର
ଭୁବନେଶ୍ୱର: ଆସନ୍ତା ୧୯ତାରିଖରୁ ଆରମ୍ଭ ହେବାକୁ ଯାଉଛି ଦଶମ ଶ୍ରେଣୀ ପରୀକ୍ଷା। ଏହା ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ୍ ପରୀକ୍ଷା ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା(ଓପନ ସ୍କୁଲ) ମଧ୍ୟ ସମାନ ଦିନରେ ହେବ । ଏଥର ରାଜ୍ୟର ୩୦୮୨ ସେଣ୍ଟରରେ ହେବ…