Latest Odisha News

BREAKING NEWS

ରାୟପୁର ଟ୍ରାଜେଡି: ମୃତକଙ୍କ ପରିବାରକୁ ୨ ଲକ୍ଷ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଛତିଶଗଡ଼ ଚେରିଖେଡି ସଡ଼କ ଦୁର୍ଘଟଣାରେ ଗଞ୍ଜାମ ଜିଲ୍ଲାର ୭ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି । ପ୍ରତି ମୃତକଙ୍କ ପରିବାରକୁ…

ସିନେ ପରଦାରେ ଗୁରୁ-ଶିଷ୍ୟର କାହାଣୀ; ଯାହାକୁ କେବେ ଭୁଲିହେବ ନାହିଁ…

ନୂଆଦିଲ୍ଲୀ: ଆଜି ଦିନରେ ଜନ୍ମ ଗ୍ରହଣ କରିଥିଲେ ଭାରତର ପ୍ରଥମ ଉପରାଷ୍ଟ୍ରପତି ତଥା ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରୀଷ୍ଣନ । ଯାହାଙ୍କ ଜନ୍ମଦିନକୁ ସାରା ଦେଶରେ ‘ଗୁରୁ ଦିବସ’ ଭାବେ ପାଳନ କରାଯାଇଥାଏ ।ଯିଏକି ଏକଧାରରେ ଥିଲେ ଜଣେ ଶିକ୍ଷକ, ଶିକ୍ଷାବିତ୍‌, ଦାର୍ଶନିକ ଓ କୁଟନୈତିଜ୍ଞ । ଆମ…

ଭାରତ-ଚୀନ୍ ସୀମା ବିବାଦ; ଆମେରିକା ସହଯୋଗ କରିବା ପାଇଁ ପ୍ରସ୍ତୁତ

ୱାଶିଂଟନ୍‌: ଭାରତ ଓ ଚୀନ୍ ମଧ୍ୟରେ ଜାରି ରହିଥିବା ସୀମା ବିବାଦରେ ଆମେରିକା ସହଯୋଗ କରିବାକୁ ପ୍ରସ୍ତୁତ ବୋଲି ଶୁକ୍ରବାର ଦିନ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । “ଭାରତ ଓ ଚୀନ୍ ମଧ୍ୟରେ ସୀମା ବିବାଦକୁ ନେଇ ସ୍ଥିତି ଗମ୍ଭୀର ରହିଛି । ମୁଁ ଭାରତ ଓ ଚୀନକୁ ସାହାଯ୍ୟ…

ଦେଶରେ ୪୦ ଲକ୍ଷ କରୋନା ଆକ୍ରାନ୍ତ, ମୃତ୍ୟୁସଂଖ୍ୟା ୬୯ ହଜାର ପାର୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି । ୪୦ ଲକ୍ଷ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗନି । ୬୯ ହଜାରରୁ ଅଧିକ ଜୀବନ ନେଲାଣି ମହାମାରୀ । ଗତ ୨୪ ଘଣ୍ଟାରେ ଦେଶରୁ ୮୬ ହଜାର ୪୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ…

ପରଲୋକରେ ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇ

ଭୁବନେଶ୍ୱର: ଆଉ ନାହାନ୍ତି ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇ । ଗତକାଲି ତାଙ୍କର ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା । ଗତ କିଛି ଦିନ ହେବ ସେ ଅସୁସ୍ଥ…

ରାଜ୍ୟରେ ୨୦ ଲକ୍ଷ ଟପିଲା କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢି ଚାଲଛି କୋଭିଡ୍ ଟେଷ୍ଟ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୨୦ ଲକ୍ଷ ଲୋକଙ୍କର ନମୁନା ପରୀକ୍ଷା କରାଗଲାଣି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ୫୦ ହଜାର ୬୬୩ ଟେଷ୍ଟିଂ କରାଯାଇଛି । ଆଣ୍ଟିଜେନରେ ୪୩ ହଜାର ୬୪୦ ନମୁନା ପରୀକ୍ଷା କରାଯାଇଥିବା ବେଳେ RT-PCରେ ୬…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା ୫-୯-୨୦୨୦ ଶନିବାର  ଜ୍ୟୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ  ଆଜି ୨୦୨୦ ମସିହା ସେପ୍ଟେମ୍ବର ତା ୫ ରିଖ ଶନିବାର ସିଂହ ୨୧ ଦିନ ଆଶ୍ବିନ  କୃଷ୍ଣ ପକ୍ଷ ତୃତୀୟା  ତିଥି  ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର      ଘାତ ବାର:- ବୃଷ ସିଂହ କନ୍ୟା ରାଶିର ଘାତ…

ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ୭ ମୃତ

ରାୟପୁର: ଅଶୁଭ ଶନିବାର । ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ ଯାଉଥିବା ବସ୍ ରାୟପୁରରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ସାତ ଜଣଙ୍କର ମୃତ୍ୟୁ ହୋଇଛି । ସକାଳୁ ସକାଳୁ ଏକ ଟ୍ରକ ସହ ବସର ଧକ୍କା ହୋଇଥିଲା । ରାୟପୁଟ ନିକଟ ଚେରିଖେଡି ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି ।…

‘ଗୁରୁ ଦିବସ’ ଅବସରରେ ଶୁଭେଚ୍ଛା ଜଣାଇଲେ ମୋଦି ଓ ନବୀନ

ଭୁବନେଶ୍ୱର: ପ୍ରତି ବର୍ଷ ସେପ୍ଟେମ୍ବର ୫ ତାରିଖକୁ ଆମ ଦେଶରେ ‘ଗୁରୁ ଦିବସ’ ଭାବେ ପାଳନ କରାଯାଇଥାଏ । ଏହିଦିନରେ ଜନ୍ମ ଗ୍ରହଣ କରିଥିଲେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନ । https://twitter.com/Naveen_Odisha/status/1302070330337366016?s=20…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ମାଲକାନଗିରି, ନୂଆପଡା, ବରଗଡ ଓ ବଲାଙ୍ଗିର ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସକାଳ ୧୦ଟା…