ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ
ଭୁବନେଶ୍ୱର: ସେପ୍ଟେମ୍ବର ୫ ତାରିଖ ଦିନ ତଥା ଆଜି ଅପରାହ୍ନରେ ଯୁକ୍ତ ୨ କଳା ବିଷୟର ରେଜଲ୍ଟ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ମନ୍ତ୍ରୀ ଉଭୟ କଳା ଓ…