ବିଜୁ ପଟ୍ଟନାୟକଙ୍କ ସାହସିକତାକୁ ଟ୍ୱିଟ୍ କରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ମରଣ କରି ଇତିହାସର କିଛି ପୃଷ୍ଠା ଗୁରୁବାର ଦିନ ଟ୍ୱିଟ୍ କରିଛନ୍ତି ।
ଯେଉଁଥିରେ ତାଙ୍କ ବିରତ୍ୱ ଓ ପରାକାଷ୍ଠାର…