ବର୍ଷା ଯୋଗୁ ପ୍ରଥମ ସେମିଫାଇନାଲ ବାତିଲ:ଭାରତ ଫାଇନାଲକୁ ଉନ୍ନୀତ
ସିଡନୀ:ଆଇସିସି ଟି୨୦ ମହିଳା ବିଶ୍ୱକପ କ୍ରିକେଟର ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ତେବେ ଟୁର୍ନାମେଂଟରେ ଅପରାଜେୟ ରହିଥିବା ଭାରତକୁ ଏହାର ଫାଇଦା ମିଳିଛି ଏବଂ ଦଳ ଫାଇନାଲରେ ପ୍ରବେଶ କରିଛି । ଟିମ୍ ଇଣ୍ଡିଆ ପ୍ରଥମ ଥର ପାଇଁ ଟାଇଟଲ…