ଉଚ୍ଚସ୍ତରୀୟ ବୈଠକରେ ନୋଭେଲ କୋରୋନା ଭୂତାଣୁ ମୁକାବିଲା ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଦେଶରେ ନୋଭେଲ କୋରୋନା ଭୂତାଣୁ ସଂକ୍ରମଣର ସ୍ଥିତି ଏବଂ ଏହାର ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ । ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…