ଓଡିଶାର କେଉଁସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ
ଭୁବନେଶ୍ୱର: ଓଡିଶାର ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅପରପକ୍ଷରେ ଶୁକ୍ରବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା,…