ବାଂଲାଦେଶ ଟି୨୦ ଅଧିନାୟକ ମହମ୍ମୁଦାଲ୍ଲାଙ୍କ ଦ୍ୱିତୀୟ କରୋନା ରିପୋର୍ଟ ପଜିଟିଭ
ଢ଼ାକା: ବାଂଲାଦେଶ ଟି୨୦ କ୍ରିକେଟ ଦଳର ଅଧିନାୟକ ମହମ୍ମୁଦାଲ୍ଲାଙ୍କ ଦ୍ୱିତୀୟ କରୋନା ରିପୋର୍ଟ ମଧ୍ୟ ପଜିଟିଭ ଆସିଛି । ଫଳରେ ସେ ପାକିସ୍ତାନ ସୁପର ଲିଗରେ ଖେଳିପାରିବେ ନାହିଁ । ମୋଇନ ଅଲୀଙ୍କ ସ୍ଥାନରେ ମୁଲ୍ଲାତାନ ସୁଲ୍ଲତାନ ଟିମରେ ତାଙ୍କୁ ସାମିଲ କରାଯାଇଥିଲା । କୌଣସି କରୋନା ଲକ୍ଷଣ ନ…