ନିର୍ଭୟା ମାମଲା: ପବନ ଗୁପ୍ତାର ରାଜକ୍ଷମା ଆବେଦନ ଖାରଜ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଶେଷରେ ବନ୍ଦ ହେଲା ସବୁ ବାଟ । ଖାରଜ ହେଲା ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀ ପବନ ଗୁପ୍ତାର ରାଜକ୍ଷମା ଆବେଦନ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାର ରାଜକ୍ଷମା ଆବେଦନକୁ ଖାରଜ କରି ଦେଇଛନ୍ତି । ସୋମବାର ଅପରାହ୍ନରେ ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଜାରି…