ନିର୍ଭୟା ମାମଲା: ପବନ ଗୁପ୍ତାର କ୍ୟୁରେଟିଭ ପିଟିସନ ଖାରଜ
ନୂଆଦିଲ୍ଲୀ: ଖାରଜ ହୋଇଛି ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀ ପବନ ଗୁପ୍ତାର କ୍ୟୁରେଟିଭ ପିଟିସନ । ସୁପ୍ରିମକୋର୍ଟ ପବନର ପିଟିସନକୁ ଖାରଜ କରିଛନ୍ତି । ଏହି କ୍ୟୁରେଟିଭ ପିଟିସନ ଖାରଜ ହେବା ପରେ ଏବେ ପବନ ପାଖରେ ଏକ ମାତ୍ର ରାଜକ୍ଷମା ଆବେଦନର ବିକଳ୍ପ ରହିଛି । ସେପଟେ ପବନର ଓକିଲ…