ରାଉରକେଲାରେ ସେରୋଲଜିକାଲ ସର୍ଭେ ଆରମ୍ଭ
ରାଉରକେଲା : ରାଉରକେଲାରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ରାଉରକେଲା ମହାନଗର ନିଗମ ସହଯୋଗରେ ଭୁବନେଶ୍ୱରର ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର ଏହି ସର୍ଭେ କରୁଛି । ଏହି ସର୍ଭେ ୫ ଦିନ ଧରି କରାଯିବ ।
ତେବେ କ୍ଲଷ୍ଟର ଅନୁଯାୟୀ ସର୍ଭେ କରାଯାଉଛି । ଏଥି ପାଇଁ ୧୭ ଜଣିଆ ଟିମ୍…