‘ଏକ ଭାରତ ଶ୍ରେଷ୍ଠ ଭାରତ’ରେ ସ୍ଥାନ ପାଇଲା ଓଡିଶାର ଛେନା ପୋଡ
ଭୁବନେଶ୍ୱର: ଭାରତର ଏକତା ତଥା ଅଖଣ୍ଡତାକୁ ସୁଦୃଢ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ‘ଏକ ଭାରତ ଶ୍ରଦ୍ଧା ଭାରତ’ ଅଭିଯାନରେ ଓଡିଶାର ସ୍ୱତନ୍ତ୍ର ମିଠା ‘ଛେନା ପୋଡ’ ସ୍ଥାନ ପାଇଛି। ଯାହା ଓଡିଶା ପାଇଁ ଏକ ଗୌରବମୟ କଥା ।
ଏନେଇ ରବିବାର ଦିନ ପିଆଇବି ଇଣ୍ଡିଆ ଟୁଇଟ୍ କରିଛି । ଏହି…