ରାଜ୍ୟରେ ୩ ଲକ୍ଷ ମୁହାଁ ସଂକ୍ରମିତଙ୍କ ସଂଖ୍ୟା, ଆଉ ୧୩୮୫ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ୨ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୧୩୮୫ କରୋନା ପଜିଟିଭ ବାହାରିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍ରେ…