Latest Odisha News

BREAKING NEWS

ବିପଦ ସଙ୍କେତ ଉପରେ ମହାନଦୀ ଓ ଜଳକା

ଭୁବନେଶ୍ୱର: ବଢୁଛି ମହାନଦୀ । ଜଳସ୍ତର ବଢ଼ିବାରେ ଲାଗିଛି । ବିପଦ ସଙ୍କେତ ଟପିଛି ମହାନଦୀ । ଜଳକା ନଦୀ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମହାନଦୀ କଟକ ନରାଜଠାରେ ବିପଦ ସଙ୍କେତ ପାର୍ କରିଛି । ନରାଜରେ ବିପଦ ସଙ୍କେତ ୨୬.୪୧…

ସମ୍ ରେ ଆଜିଠୁ ଦ୍ଵିତୀୟ ପର୍ଯ୍ୟାୟ ଭ୍ୟାକ୍ସିନ ପରୀକ୍ଷଣ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ସମ ହସ୍ପିଟାଲରେ ପରୀକ୍ଷଣ ହେବାକୁ ଯାଉଛି କରୋନା ଟିକା ‘କୋଭାକ୍ସିନ’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ। ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ପ୍ରାୟ ୭୦ରୁ ୧୦୦ ଜଣ ସ୍ୱେଚ୍ଛାସେବୀଙ୍କ ଶରୀରରେ ଏ ଟିକା ପରୀକ୍ଷଣ କରାଯିବା ନେଇ ସୂଚନା ମିଳିଛି…

ଦୟାନଦୀରେ ଘାଇ, ଜଳବନ୍ଦୀ ପୁରୀ ଜିଲ୍ଲା କଣାସ ଅଞ୍ଚଳ

ପୁରୀ: ବଢୁଛି ଦୟାନଦୀ । କୂଳ ଲଙ୍ଗିବା ଆରମ୍ଭ କରିଛି । ଫଳରେ କଣାସ ବ୍ଲକ୍‌ରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ମାଟିଆପଡ଼ା ନିକଟରେ ଦୟାନଦୀରେ ଶହେ ଫୁଟର ଘାଇ ହୋଇଛି । ଗତକାଲି ରାତିରେ ବନ୍ଧ ଭାଙ୍ଗି ଘାଇ ସୃଷ୍ଟି ହୋଇଛି । ଦୟାନଦୀରେ ପାଣିରେ ଆଖାପାଖ ଗାଁ ଜଳାର୍ଣ୍ଣବ । କଣାସ…

ବାଲୁକା କଳାରେ ସୁଶାନ୍ତଙ୍କ ପାଇଁ ନ୍ୟାୟ ମାଗିଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ବଲିଉଡର ଲୋକପ୍ରିୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ସୁଶାନ୍ତଙ୍କ ମୃତ୍ୟୁ ଯେ ହତ୍ୟା କି ଆତ୍ମହତ୍ୟା ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ସୁଶାନ୍ତଙ୍କ ମୃତ୍ୟୁ ଉପରୁ ପରଦା ଉଠାଇବା ପାଇଁ ଚାଲିଛି ସିବିଆଇ ତଦନ୍ତ। କଣ ସତ କଣ…

ହୀରାକୁଦରେ ୪୬ ଟି ଗେଟ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର: ବନ୍ୟା ଜଳ ନିଷ୍କାସନ ପାଇଁ ହିରାକୁଦ ଡ୍ୟାମର ୪୬ ରି ଗେଟକୁ ଖୋଲିଛନ୍ତି ଜଳଭଣ୍ଡାର କତ୍ତୃପକ୍ଷ। ମହାନଦୀର ଉପରମୁଣ୍ଡରେ ଲଗାତାର ବର୍ଷା ହେବା ପରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ସତର୍କ ରେଖା ଟପିଛି । ବର୍ତ୍ତମାନ ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୮ଲକ୍ଷ ୨ହଜାର ୫ଶହ ୯୮…

କରୋନାରେ ପ୍ରାଣ ହରାଇଲେ ଭୁବନେଶ୍ୱର ମଧ୍ଯ ବିଧାୟକଙ୍କ ପିଏସଓ

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ପିଏସଓ ଆଶିଷ ମହାକୁଳଙ୍କର କରୋନାରେ ମୃତ୍ୟୁ ହୋଇଛି । ଅଗଷ୍ଟ ୧୭ ତାରିଖରେ ବିଧାୟକ, ପିଏସଓ ଆଶିଷ ଏବଂ ତାଙ୍କ ଡ୍ରାଇଭରଙ୍କର କରୋନା ପରୀକ୍ଷଣ କୋଭିଡ୍ ପରୀକ୍ଷା କରାଯାଇଥିଲା । ଆଶିଷଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବା ସହ…

ସାବଧାନ! ପ୍ରତିଦିନ ଲେମ୍ବୁ ଖାଇବା ପଡିପାରେ ମହଙ୍ଗା !

ଭୁବନେଶ୍ୱର: ଆମ୍ଭେମାନେ ପ୍ରାୟ ପ୍ରତିଦିନ ଭୋଜନରେ ବା ପାନୀୟରେ ଲେମ୍ବୁର ବ୍ୟବହାର କରିଥାଉ । ଏହି କରୋନା ସମୟରେ ଅନେକ ଏହାକୁ ଗରମ ପାଣି ସହ ପ୍ରତିଦିନ ପିଉଥିବାର ଜଣାପଡିଛି । ତେବେ ପ୍ରତିଦିନ ଲେମ୍ବୁ ଆମ ଦେହ ପ୍ରତି ପ୍ରକୃତରେ କେତେ ଲାଭଦାୟକ ବା କ୍ଷତିକାରକ ଆସନ୍ତୁ ଜାଣିବା...…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  ତା୩୦-୮-୨୦୨୦ ରବିବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ମାସ ତା ୩୦ ରିଖ ରବିବାର ସିଂହ ୧୫ଦିନ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦ୍ବାଦଶୀ ଭୁକ୍ତ ତ୍ରୟୋଦଶୀ ତିଥି ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର    ଘାତ ବାର :- ମେଷ…

ଭଦ୍ରକ ଉପ ଜିଲ୍ଲାପାଳଙ୍କୁ କରୋନା

ଭଦ୍ରକ: ଭଦ୍ରକ ଉପ ଜିଲ୍ଲାପାଳ ପିତାମ୍ବର ସାମଲ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଶନିବାରକୁ ଦିନ ଜିଲ୍ଲାପାଳ ଜ୍ଞାନ ଦାସ ସୂଚନା ଦେଇଛନ୍ତି । ଏଭଳି ସମୟରେ ଅତିରିକ୍ତ ଉପ ଜିଲ୍ଲାପାଳ ମନୋରମା ଭୂୟାଁ ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏଁ ଏହି ଦାୟିତ୍ୱ ସମ୍ଭାଳିବେ ।…

ବନ୍ୟା ସ୍ଥିତିର ମୁକାବିଲା ପାଇଁ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟର ୭ ଜିଲ୍ଲାରେ ବନ୍ୟା ସ୍ଥିତିର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ନିୟୋଜିତ କରିଛନ୍ତି । ସୂଚନାନୁଯାୟୀ, ପ୍ରିନ୍ସିପାଲ୍ ସେକ୍ରେଟାରୀ (ଇଣ୍ଡଷ୍ଟ୍ରୀ) ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡା ଦାୟିତ୍ୱ ଏବଂ…