ଏଣିକି ଏନ୍ସିଇଆରଟି ସହିତ ଅନ୍ୟ ପ୍ରକାଶନ ପୁସ୍ତକ ମଧ୍ୟ ସିବିଏସ୍ଇ ବିଦ୍ୟାଳୟରେ ପଢାଯାଇ ପାରିବ
ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ ଦ୍ୱାରା ପରିଚାଳିତ ସ୍କୁଲ୍ ଗୁଡ଼ିକରେ ପୂର୍ବଭଳି ଅନ୍ୟ ପ୍ରକାଶିତ ପୁସ୍ତକଗୁଡ଼ିକ ପାଠ୍ୟପୁସ୍ତକରେ ଅନ୍ତର୍ଭୁକ୍ତ କରାଯାଇ ପାରିବ । ଓଡ଼ିଶା ପ୍ରାଇଭେଟ ସ୍କୁଲ୍ ଆସୋସିଏସନର ଆବେଦନ ପତ୍ରର ବିଚାର କରି ଓଡ଼ିଶା ଉଚ୍ଚତମ ନ୍ୟାୟାଳୟ ଆଜି ତାଙ୍କ…