ରାଜ୍ୟରେ ଆଉ ୧୪ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୪ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୪୭୦ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୨, ବରଗଡରୁ ୧, ଭୁବନେଶ୍ୱରରୁ ୨, କଟକରୁ ୨, ଜଗତସିଂହପୁରରୁ ୨,…