କରୋନା ଡେଥ୍ କେସ୍: ଓଡ଼ିଶାର ୯ ଜିଲ୍ଲାରୁ ଆଉ ୧୨ ମୃତ
ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ବଢୁଛି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ଆଉ ୧୨ ଜୀବନ ନେଇଛି ମହାମାରୀ । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୫ ଜଣ ମହିଳା ଓ ୭ ଜଣ ପୁରୁଷ…