ଆମେରିକା ବିୟର କମ୍ପାନୀରେ ଗୁଳିକାଣ୍ଡ: ୭ ମୃତ
ନ୍ୟୁୟର୍କ: ଆମେରିକାର ଏକ ବିୟର କମ୍ପାନୀରେ ହଠାତ୍ ଜଣେ ବ୍ୟକ୍ତି ଗୁଳିଚାଳନା କରିବା ଫଳରେ ୭ଜଣଙ୍କ ମୃତ୍ୟୁ ଘଟିଛି । ସୂଚନାନୁଯାୟୀ ମୋଲସନ କୁର୍ସ କମ୍ପ୍ଲେକ୍ସରେ ଜଣେ ଆତତାୟୀ ଅତର୍କିତ ଗୁଳିକରିବା ଆରମ୍ଭ କରିଦେଇଥିଲା । ଏଥିରେ ୭ ଜଣ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । …