ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଗୁରୁତର ଅସୁସ୍ଥ
ଝାରସୁଗୁଡା: ଡବଲ ମର୍ଡର ମାମଲାରେ ରାୟଗଡ ଜେଲରେ ଥିବା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଗୁରୁତର ଅସୁସ୍ଥ ହୋଇଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଇଲେ ରାୟଗଡା ଜେଲ କର୍ତ୍ତୃପକ୍ଷ।
ପ୍ରଥମେ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…