ଦିଲ୍ଲୀ ହିଂସାକାଣ୍ଡ: ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି, ବିଭିନ୍ନ ସ୍କୁଲ୍ ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ: ଜଳୁଛି ଦିଲ୍ଲୀ । ନାଗରିକତା ଆଇନ ନିଆଁ ଜଳୁଛି। ଉତ୍ତର ପୂର୍ବ ଦିଲ୍ଲରେ ସ୍ଥିତି ସାଂଘାତିକ ହେବାରେ ଲାଗିଛି । ସେଠାରେ ଏକ ମାସ ପାଇଁ ଦିଲ୍ଲୀ ସରକାର ୧୪୪ ଧାରା ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଦିଲ୍ଲୀ ହିଂସାରେ ଏବେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ୧୫୧ରୁ…