ବିଶ୍ୱର ୨ ନମ୍ବର ଖେଳାଳି ସିମୋନା ହାଲେପ କୋଭିଡ-୧୯ ପଜିଟିଭ
ବୁଚାରେଷ୍ଟ: ବିଶ୍ୱର ୨ ନମ୍ବର ମହିଳା ଟେନିସ ଖେଳାଳି ସିମୋନା ହାଲେପ କୋଭିଡ-୧୯ ପଜିଟିଭ ଥିବା ଜଣାପଡିଛି । ରୋମାନିଆର ହାଲେପ ନିଜେ ଟୁଇଟ କରି ପ୍ରଶଂସକଙ୍କୁ ଏ ସମ୍ପର୍କରେ ଜଣାଇଛନ୍ତି । ମୁଁ ଏବେ ଏକାନ୍ତବାସରେ ରହିଛି । ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ଟେଷ୍ଟ କରାଇ ନେବା ପାଇଁ ସେ…