ଟସ ଜିଣି ରାଜସ୍ଥାନର ବୋଲିଂ ନିଷ୍ପତ୍ତି
ଆବୁଧାବି:ଆବୁ ଧାବିର ଶେଖ ଜାୟେଦ୍ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୫୦ତମ ମ୍ୟାଚ ପଂଜାବ ଓ ରାଜସ୍ଥାନ ମଧ୍ୟରେ ଖେଳାଯାଉଛି । ପ୍ଲେ ଅପରେ ପହଞ୍ଚିବା ଲାଗି ଏହି ମ୍ୟାଚଟି ପଞ୍ଜାବ ପାଇଁ ଅତି ଗୁରୁତ୍ବପୂର୍ଣ୍ଣ ହୋଇପଡ଼ିଛି । ରାଜସ୍ଥାନ ଦଳ ଟସ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ।…