ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ପଶୁଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଶନିବାର ଦିନ ବାନ୍ଧିଛି। କୁକୁଡ଼ା ପାଳନ ଯୋଜନାରେ ଜଣେ ହିତାଧିକାରୀଙ୍କଠାରୁ ସବସିଡି ଟଙ୍କା ପ୍ରଦାନ ପାଇଁ ୩୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି…