Latest Odisha News

BREAKING NEWS

ପାଟଣାଗଡ଼ ପାର୍ସଲ ବୋମା ଟ୍ରାଜେଡିକୁ ୨ ବର୍ଷ; ଜାଣନ୍ତୁ କ’ଣ ଥିଲା ଘଟଣାକ୍ରମ…

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ଆଜି ପୁରିଲା ୨ ବର୍ଷ । ୨୦୧୮ ମସିହା ଠିକ ଆଜିଏ ଦିନରେ ବୋମା ବିସ୍ଫୋରଣରେ ପ୍ରାଣ ହରାଇଥିଲେ ନବବିବାହିତ ସୌମ୍ୟ ଶେଖର ଓ ଗୁରୁତର ଆହତ ହୋଇଥିଲେ ତାଙ୍କ ପତ୍ନୀ ରୀମା ରାଣୀ । କିପରି ଥିଲା ସେଦିନର…

କରୋନା ଭାଇରସ: ୨୪୬୨ ଛୁଇଁଲା ମୃତ୍ୟୁ ସଂଖ୍ୟା

ବେଜିଂ: ବୋଲ ମାନୁନି ମାରାତ୍ମକ କରୋନା ଭାଇରସ । ଏହି ମାରାତ୍ମକ ଭାଇରସ ପ୍ରଭାବରେ ଚୀନରେ ଗଲାଣି ୨୩୪୫ ଜୀବନ । ଚୀନ ପରେ ଦକ୍ଷିଣ କୋରିଆ ଏହି ଭାଇରସରେ ଅଧିକ ସଂକ୍ରମିତ ହୋଇଥିବା ଦେଶ । ଏଠାରେ ୪୩୩ ଜଣ ଲୋକ କରୋନା ଭାଇରସରେ ସଂକ୍ରମଣର ଶିକାର ହୋଇଥିବା ଜଣାଯାଇଛି । ଏହାର ପ୍ରଭାବରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୩-୦୨-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ  ତା ୨୩ ରିଖ ରବିବାର କୁମ୍ଭ ୧୧ଦିନ ଫାଲଗୁନ ମାସ କୃଷ୍ଣ ପକ୍ଷ ଅମାବାସ୍ଯା ଭୁକ୍ତ ପ୍ରତିପଦା ତିଥି  ଧନିଷ୍ଠା ନକ୍ଷତ୍ର କୁମ୍ଭ ଚନ୍ଦ୍ର       ଘାତ ବାର-: ମେଷ ରାଶିର ଘାତ ଚନ୍ଦ୍ର-: ମିଥୁନ…

ଏଫଆଇଏଚ ପ୍ରୋ ଲିଗ: ଅଷ୍ଟ୍ରେଲିଆକୁ ୩-୧ ସୁଟଆଉଟରେ ପରାସ୍ତ କଲା ଭାରତ

ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ଅନୁଷ୍ଠିତ ହେଉଥିବା ଏଫଆଇଏଚ ହକି ପ୍ରୋ ଲିଗ ମ୍ୟାଚରେ ଆଜି ଶକ୍ତିଶାଳୀ ଅଷ୍ଟ୍ରେଲିଆ ଦଳକୁ ୩-୧ ପେନାଲ୍ଟି ସୁଟଆଉଟରେ ପରାସ୍ତ କରିଛି ଭାରତ । ମ୍ୟାଚର ନିର୍ଦ୍ଧାରିତ ସମୟରେ ଦୁଇ ଦଳ ୨-୨ରେ ଗୋଲ ସ୍କୋର କରି ଅମିମାଂସିତ ରଖିବା ପରେ ପେନାଲ୍ଟି…

ସୋନଭଦ୍ରରେ ୩୦୦୦ ଟନ ସୁନା ଗଚ୍ଛିତ ଖବରକୁ ଜିଏସଆଇର ଖଣ୍ଡନ

ନୂଆଦିଲ୍ଲୀ: ଉତରପ୍ରଦେଶର ସୋନଭଦ୍ରରେ ୩୦୦୦ ଟନ ସୁନା ଗଚ୍ଛିତ ଖବରକୁ ଭାରତୀୟ ଭୂବୈଜ୍ଞାନିକ ସର୍ବେକ୍ଷଣ (ଜିଏସଆଇ) ପକ୍ଷରୁ ଖଣ୍ଡନ କରାଯାଇଛି । ହରଦୀ ପାହଡରେ କେତେମାତ୍ରାରେ ସୁନା ମିଳିବ ତାହା ସ୍ପଷ୍ଟ ହୋଇ ନାହିଁ । ଜିଏସଆଇ ଏଭଳି ତଥ୍ୟ କାହାକୁ ଦେଇ ନାହିଁ ବୋଲି ମହାନିଦେ୍ର୍ଧଶକ…

କ୍ଷମା ମାଗିଲେ ୱାରିସ ପଠାନ୍

ମୁମ୍ବାଇ:ଏଆଇଏମଆଇଏମର ନେତା ୱାରିସ ପଠାନ ତାଙ୍କର ୧୫ କୋଟି ୱାଲା ଭାଷଣବାଜି ନେଇ କ୍ଷମା ପ୍ରାର୍ଥନା କରିଛନ୍ତି । ମୋତେ ରାଜନୈତିକ ଉଦେ୍ଧଶ୍ୟ ନେଇ ଫସାଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି । ଯଦି ମୋ ସ୍ଳୋଗାନ ନେଇ କାହାକୁ ଆଘାତ ଲାଗିଛି ତାହାହେଲେ ଦୁଃଖିତ । ପ୍ରକୃତରେ ବିବାଦୀୟ ଭାଷଣବାଜି…

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେଲା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା

ଭୁବନେଶ୍ୱର: ଓଡ଼ିଶାରେ ଅନୁଷ୍ଠିତ ହେଉଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ପ୍ରଥମ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଛନ୍ତି । “ଆଜି ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି । ଏହା କେବଳ ଯେ, ଭାରତୀୟ କ୍ରୀଡ଼ା…

ଟ୍ରମ୍ପ,ମୋଦି ରୋଡ ଶୋରେ ରୂପାଣି ସାମିଲ ହେବେନି

ଅହମ୍ମଦାବାଦ: ଅମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ ଶୋରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ସାମିଲ ହେବେ ନାହିଁ । ଟ୍ରମ୍ପ ପହଂଚିବା ପରେ ତାଙ୍କ ସୁରକ୍ଷା ଦାୟିତ୍ୱ ଆମେରିକା ଗୋଇନ୍ଦା ଏଜେନ୍ସି ହାତରେ ରହିବ । ସେମାନେ…

ମ୍ୟାଟ୍ରିକ ପରୀକ୍ଷାରେ ଝିଅକୁ ଦେଉଥିଲେ କପି; ପୋଲିସଠାରୁ ଖାଇଲେ ଲାଠି ପାହାର !

ଢେଙ୍କାନାଳ: ଢେଙ୍କାନାଳରେ ଥିବା ଗୋଡ଼ପଳାଶୁଣୀ ବାପୁଜୀ ବିଦ୍ୟାପୀଠରେ ଶନିବାର ଦିନ ମ୍ୟାଟ୍ରିକ୍ ପରୀକ୍ଷା ଚାଲିଥିବା ବେଳେ ଜଣେ ବ୍ୟକ୍ତି କପି ଯୋଗାଇ ପୋଲିସଠାରୁ ଲାଠି ମାଡ଼ ଖାଇ ଆହତ ହୋଇଛନ୍ତି । ଏହି ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଜଣକ ଡମ୍ବରୁ ସାହୁ ବୋଲି ଜଣାପଡ଼ିଛି । ସେ ସ୍କୁଲ ହତା…

୪୭ ବର୍ଷ ପରେ ପରସ୍ପରକୁ ଭେଟିଲେ ଦୁଇ ଭଉଣୀ

ନୋମପେହ୍ନ: କାମ୍ବୋଡିଆରେ ଦୁଇ ବୟସ୍କା ଭଉଣୀ ୪୭ ବର୍ଷ ପରେ ପୁନର୍ବାର ପରସ୍ପରକୁ ଭେଟି ପାରିଛନ୍ତି । ଏହି ଦୁଇ ଜଣ ହେଲେ ୱନ ସେନ୍ (୯୮) ଓ ୱନ ଚିୟୋ(୧୦୧) । ୧୯୭୩ରେ ସେମାନେ ପରସ୍ପରକୁ ଶେଷ ଥର ପାଇଁ ଦେଖିଥିଲେ । ସେମାନଙ୍କ ମଧ୍ୟରେ କେହି ଚିନ୍ତା କରି ନ ଥିଲେ ଯେ, ତାଙ୍କ ଭଉଣୀ ବଂଚିଥିବେ…