‘ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା’ ଆଜିଠୁ ଆରମ୍ଭ
ଭୁବନେଶ୍ୱର: ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ ଗେମ୍ସ ଫେବୃଆରୀ ୨୨ ଅର୍ଥାତ୍ ଶନିବାର ଦିନ ଠାରୁ ଓଡିଶାରେ ଆରମ୍ଭ ହେଉଛି । ଏହା ଆଜି ଠାରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ।
ପ୍ରଥମଥର ପାଇଁ ଏହା ଟ୍ୱିନ୍ ସିଟିରେ ଆୟୋଜିତ ହେଉଥିବାରୁ ଏକପ୍ରକାର ନେଇ ଚଳଚ ଳ ହୋଇପଡିଛି ସହର ।…