ରାଜ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୮୦ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୧, କଟକରୁ ୧, ଢେଙ୍କାନାଳରୁ ୧, ପୁରୀରୁ ୧, ଗଞ୍ଜାମ ଜିଲ୍ଲାରୁ ୪…