Latest Odisha News

BREAKING NEWS

ଲଗାଣ ବର୍ଷାରେ ବେହାଲ ରାଜଧାନୀ

ଭୁବନେଶ୍ୱର: ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଜଳାର୍ଣ୍ଣବ ହୋଇଛି । ବୁଧବାରଠାରୁ ବର୍ଷା ଲାଗି ରହିଥିବାରୁ ତଳିଆ ଅଞ୍ଚଳରେ ପାଣି ଜମି ରହିଛି । ଏପରିକି ଜାତୀୟ ରାଜପଥରେ ବି ପାଣି ଭର୍ତ୍ତି ହୋଇଛି । ଫ୍ଲାଏ ଓଭର ରାସ୍ତାରେ ବି ସେଇ ସମାନ ଅବସ୍ଥା । ବିଶେଷ କରି ଜଳ ନିଷ୍କାସନର ସୁବିଧା ନ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ରାଉରକେଲା: ଡାକ୍ତରଖାନାରର ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଏନେଇ ରାଉରକେଲା ସରକାରୀ ଡାକ୍ତରଖାନା (ଆରଜିଏଚ)ରେ ଦେଖା ଦେଇଛି ଉତ୍ତେଜନା l ମୃତ ମହିଳା ଜଣଙ୍କ ମାଲଗୋଦାମ ସର୍ଦାର ବସ୍ତିର ସୁଶୀଳା ଟପ୍ପୋ (୪୧) ବୋଲି ଜଣାପଡିଛିl ସୂଚନାନୁଜୟୀ, ମାଲଗୋଦାମ ସ୍ଥିତ…

ଆଜିବି ପ୍ରବଳ ବର୍ଷିବ: ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମମୁହାଁ ହେବା ସହ ଅଧିକ ଘନୀଭୂତ ହେଇ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ସାରା…

[ଭାଇରାଲ୍ ଭିଡିଓ] ବନ୍ୟା ପାଣିରେ ବୁଡିବ ବିଶ୍ୱର ସର୍ବୋଚ୍ଚ ବୁଦ୍ଧ ପ୍ରତିମୂର୍ତ୍ତୀ !

ଭୁବନେଶ୍ୱର: ଚଳିତବର୍ଷ କେବଳ କରୋନା ନୁହେଁ ବରଂ ବର୍ଷା ଓ ବନ୍ୟା ବି ଧନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ସମଗ୍ର ବିଶ୍ୱରେ ପ୍ରତିଦିନ ସାମ୍ନାକୁ ଆସୁଛି ବନ୍ୟା ପରିସ୍ଥିତି । ସମତଳ ଅଂଚଳ କଥା ଛାଡନ୍ତୁ ଅଭିଶପ୍ତ ୨୦୨୦ରେ ବିଶ୍ୱର ସର୍ବବୃହତ ବୁଦ୍ଧ ମୂର୍ତ୍ତୀ ମଧ୍ୟ ବନ୍ୟାପାଣିରେ ବୁଡିବା ଭଳି…

ଜାଣନ୍ତୁ,କେମିତି କଟିବ ଆଜିର ଦିନ

ରାଶିଫଳ ତା୨୦-୮-୨୦୨୦ ଗୁରୁବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୨୦ ରିଖ ଗୁରୁବାର ସିଂହ ୫ ଦିନ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦ୍ବିତୀୟା ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର-: କର୍କଟ…

କରୋନା ପଜିଟିଭ୍ ଚିହ୍ନଟ ପରେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଟ୍ୱିଟ୍ କଲେ ଓଟିଡିସି ଅଧ୍ୟକ୍ଷା

ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ନିଜେ ଶ୍ରୀମୟୀ ଟ୍ୱିଟରରେ ସୂଚନା ଦେଇଛନ୍ତି । ତେବେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ସେ ସୁସ୍ଥ ଥିବା ଟ୍ୱିଟରରେ ଲେଖିଛନ୍ତି । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା…

ଶ୍ରୀମନ୍ଦିରରେ ସପ୍ତପୁରୀ ଭୋଗ ନୀତି ଅନୁଷ୍ଠିତ

ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ ହୋଇଥାଏ । ଆଜି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଠାକୁର ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗି ହୋଇଛି । ଶ୍ରୀଜୀଉଙ୍କର ଆଜି ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କ ଦ୍ୱାରା…

ରାଜଧାନୀରେ କରୋନା ରୋଗୀଙ୍କ ପାଇଁ ପେଡ୍ ଆଇସୋଲେସନ ବ୍ୟବସ୍ଥା

ଭୁବନେଶ୍ୱର: ରାଜଧାନୀରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପେଡ୍ ଆଇସୋଲେସନ ବ୍ୟବସ୍ଥା ଆରମ୍ଭ ହୋଇଛି । ଯଦି କେହି କରୋନା ପଜିଟିଭ୍ ରୋଗୀ ଏଠାରେ ରହିବାକୁ ଚାହିଁବେ ତେବେ ନିଜସ୍ୱ ଖର୍ଚ୍ଚରେ ରହିପାରିବେ । ପ୍ରଥମ ପର୍ଯ୍ୟାୟରେ ତିନିଟି ହୋଟେଲରେ ପେଡ୍ ଆଇସୋଲେସନର ବ୍ୟବସ୍ଥା ହୋଇଛି ।…

ଆସନ୍ତୁ ଜାଣିବା କେଉଁଠାରେ ଗଣେଶଙ୍କ ପ୍ରତିମା ବଢ଼ିବାରେ ଲାଗିଛି

ଚିତୋର: ଆନ୍ଧ୍ରପ୍ରଦେଶର ଚିତୋର ଜିଲ୍ଲାର ଇରାଲା ମଣ୍ଡଳରେ ଗଣେଶ ମହାପ୍ରଭୂଙ୍କ ମନ୍ଦିର ଅଛି । ବାହୁଦା ନଦୀ କୂଳରେ ଥିବା ଏହି ମନ୍ଦିରରେ ପୂଜାର୍ଚ୍ଚାନା କଲେ ରୋଗ ବୈରାଗ ଓ ପାପ ନାଶ ହୁଏ । ତିରୁପତି ମନ୍ଦିର ଯିବା ପୂର୍ବରୁ ଭକ୍ତମାନେ ଏଠାକୁ ପ୍ରଥମେ ଆସିଥାନ୍ତି । ୧୧ଶ ଶତାବ୍ଦୀରେ ନିର୍ମିତ…

ନଦୀ ପାର୍ ହେଲା ବେଳେ ଅଘଟଣ ହଠାତ୍ ମାଡି ଆସିଲା ପାଣି, ୨ ନିଖୋଜ

ଚିତ୍ରଡ଼ା : ନଦୀ ଶୁଖିଲା ଥିଲା । ତେଣୁ ନଦୀ ପାର ହୋଇ ଅନ୍ୟ ଗାଁ କୁ ଯାଇ କିଛି ସାଙ୍ଗ ଫୁଟବଲ ଖେଳ ଦେଖିବାକୁ ସ୍ଥିର କଲେ । ନଦୀ ପାର ହେବା ସମୟରେ ହଠାତ୍ ନଦୀରେ ପାଣି ବଢି ଯାଇଥିଲା । ଫଳରେ ପାଣିରେ ବୁଡି ଦୁଇ ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି । ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ମୋରଡ଼ା…