Latest Odisha News

BREAKING NEWS

‘ସବୁ ଘରକୁ ପାଇପ ଯୋଗେ ପହଞ୍ଚିବ ପାନୀୟ ଜଳ’

ଭୁବନେଶ୍ୱର: ରାଜ୍ୟରେ ବର୍ଷ ବର୍ଷ ଧରି ଜଳର ଅଭାବ ଏବଂ ପିଇବା ପାଇଁ ବିଶୁଦ୍ଧ ପାଣି ଓ ଜଳସେଚନ ଓଡ଼ିଶା ପାଇଁ ବଡ ଆହ୍ୱାନ ସଦୃଶ ହୋଇଛି । ମୋଦି ସରକାର ଏହି ଆହ୍ୱାନକୁ ଦୂର କରିବା ସହ ରାଜ୍ୟର ସବୁ ଗାଁର ପ୍ରତ୍ୟେକ ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ପହଞ୍ଚାଇବା ଦିଗରେ କାମ କରୁଛନ୍ତି…

ବର୍ଷା: ସବୁ ଜିଲ୍ଲାପାଳମାନଙ୍କୁ ଆଲର୍ଟ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର: ଆସନ୍ତା ୨୪ ଘଂଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ରେଡ୍ ୱାଣ୍ଣିଂ ଜାରି କରାଯାଇଛି । ଏନେଇ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର…

ପ୍ରବଳ ବର୍ଷା ସମ୍ଭାବନା: ୧୦ ଜିଲ୍ଳାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଂଟାରେ ଅବପାତର ରୂପ ନେବ ଉତର ଉତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ । ଏବେ ଏହା ପଶ୍ଚିମଦିଗରେ ଗତି କରିଛି । ଏହା ପ୍ରଭାବରେ  ଆଜି ଓ ଆସନ୍ତାକାଲି ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସଂଭାବନା ରହିଛି । ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷିବ ତେଣୁ…

ଗଞ୍ଜାମରେ କରୋନା ଆରୋଗ୍ୟଙ୍କ ପୁଣି ଥରେ ହେବ ସ୍ୱାସ୍ଥ୍ୟ ପରୀକ୍ଷା

ଗଞ୍ଜାମ: କୋଭିଡ୍ ମୁକିବାଲ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ପ୍ରଶାସନର ନୂଆ ପଦକ୍ଷେପ । କରୋନାରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କର ପୁଣି ଥରେ ହେବ ସ୍ୱାସ୍ଥ୍ୟ ପରୀକ୍ଷା । ଏହି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଆସନ୍ତାକାଲିଠୁ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା…

ରାଜ୍ୟରେ କୋଭିଡ୍ ମୃତ୍ୟୁଠାରୁ ଦୁର୍ଘଟଣାଜନିତ ମୃତ୍ୟୁ ଅଧିକ

ଭୁବନେଶ୍ୱର: କରୋନା ଯୋଗୁ ରାଜ୍ୟରେ କମିଛି ମୃତ୍ୟୁ ସଂଖ୍ୟା । ଲକଡାଉନ୍ ଓ ସଟଡାଉନ୍ ହେବାରୁ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ପାଖାପାଖି ୫୦ ପ୍ରତିଶତ କମିଛି । କିନ୍ତୁ କୋଭିଡ୍ ଅପେକ୍ଷା ରାଜ୍ୟରେ ଅଧିକ ଲୋକଙ୍କ ଜୀବନ ଦୁର୍ଘଟଣାରେ ଯାଇଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ…

[ଭାଇରାଲ୍ ଭିଡିଓ] ପଶୁ ଆଗରେ ପଶୁ ପାଲଟିଲା ମଣିଷ !

ପଂଜାବ: ସାମ୍ନାକୁ ଆସିଲା ଛାତି ଥରାଇଦେଲା ଭଳି ଦୃଶ୍ୟ । ପଶୁ ଆଗରେ ପଶୁ ପାଲଟିଲା ମଣିଷ । ପଂଜାବର କାପୁରତାଲା ଜିଲ୍ଲାରେ ଘଟିଥିବା ଏହି ଘଟଣାରେ ଜଣେ ବ୍ୟକ୍ତି ଏକ ବିଦେଶୀ କୁକୁରକୁ ଗାଡିରେ ଚାପି ଅତି ନିର୍ମମ ଭାବେ ହତ୍ୟା କରିଥିଲେ । ଭିଡିଓରେ ବ୍ୟକ୍ତି ଜଣକ ପ୍ରଥମେ କୁକୁରଟିକୁ ଗାଡି…

ରାଜ୍ୟରେ ମନ୍ଦିର ଖୋଲିବେ କେବେ, ଘୋଷଣା କରନ୍ତୁ ସରକାର: ବିଜେପି

ଭୁବନେଶ୍ୱର: ରାଜ୍ୟରେ କେବେ ଖୋଲିବ ମନ୍ଦିର ? ସରକାର ମନ୍ଦିର ଖୋଲିବା ନେଇ ଘୋଷଣା କରନ୍ତୁ । ଏହି ଦାବି ରଖିଛି ରାଜ୍ୟ ବିଜେପି । ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦ କହିଛନ୍ତି, ମାଆ ବୈଷ୍ଣୋ ଦେବୀଙ୍କ ମନ୍ଦିର ଖୋଲିଛି । ନୀତି ନିୟମ ଭିତରେ ଦର୍ଶନ ଚାଲିଛି । ବାଲାଜୀ…

କେବଳ ଜଳକା ନଦୀରେ ବନ୍ୟା ସ୍ଥିତି

ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ଫୁଲିଛି ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର । କେବଳ ଜଳକା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଅନ୍ୟ କୌଣସି ନଦୀରେ ବନ୍ୟା ଭୟ ନାହିଁ । ରାଜ୍ୟ ଦେଇ ପ୍ରବାହିତ ଅନ୍ୟ ନଦୀରେ ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ପ୍ରବଳ ବର୍ଷା ଓ…

ବନ୍ଧା ହେଲେ କୋଟିପତି ପୂର୍ବତନ ରେଞ୍ଜର

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାଲୁଗାଁର ପୂର୍ବତନ ରେଞ୍ଜର । ତାଙ୍କ ନାଁ ଅଭୟ ଜେନା । ଆଜି ତାଙ୍କୁ ଗିରଫ କରିଛି ଭୁବନେଶ୍ୱର ଭିଜିଲାନ୍ସ ସେଲ୍ । ଗତକାଲି ଅଭୟ ଜେନାଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ବିଭାଗ । ଚଢାଉ ବେଳେ ୪ କୋଟି…

ଭୁୁବନେଶ୍ୱର ଓ କଟକରେ କାଲି ସକାଳ ଯାଏଁ ଛେଚିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତାକାଲି ଦୁଇ ଦିନ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି । କଟକ ଓ ଭୁବନେଶ୍ୱର ପାଇଁ ୟେଲୋ ୱାର୍ଣ୍ଣିଂ…