ଗଣେଶ ଚତୁର୍ଥୀ: କିଛି ରହସ୍ୟ, କିଛି ରୋଚକ ତଥ୍ୟ !
ଭୁବନେଶ୍ୱର: ପ୍ରତ୍ୟେକ ବର୍ଷ ଭାଦ୍ରବ ମାସ ଶୁକ୍ଲପକ୍ଷ ଚତୁର୍ଥୀ ତିଥୀରେ ଗଣେଶ ଚତୁର୍ଥୀ ଉତ୍ସବ ପାଳନ ହୋଇଥାଏ । ପ୍ରଥମ ପୂଜ୍ୟ ଦେବତା ହୋଇଥିବାରୁ ହିନ୍ଦୁ ଧର୍ମରେ ପ୍ରତ୍ୟେକ ଶୁଭକାର୍ଯ୍ୟର ଆରମ୍ଭ ଗଣେଶଙ୍କ ପୂଜାଠୁ ଆରମ୍ଭ ହୋଇଥାଏ । ସାରା ଦେଶରେ ଧୁମଧାମରେ ଗଣେଶ ଚତୁର୍ଥୀ ପାଳନ ହୋଇଥାଏ ।…