ଇଣ୍ଡିଆନ ୨ ଫିଲ୍ମ ଶୁଟିଂ ସମୟରେ ଦୁର୍ଘଟଣା: ୩ ମୃତ, ୧୦ ଆହତ
ଚେନ୍ନାଇ; କମଳ ହାସନଙ୍କ ଇଣ୍ଡିଆନ ୨ ଫିଲ୍ମ ଶୁଟିଂ ଅବସରରେ ବଡ ଧରଣର ଦୁର୍ଘଟଣା ଘଟିଛି । ଏଥିରେ ୩ ସହକାରୀ ନିର୍ଦ୍ଦେଶକ ମୃତ୍ୟୁ ବରଣ କରିଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥ ଉଦବେଗଜନକ ରହିଛି ।
ଏହି ଘଟଣାରେ ନିର୍ଦ୍ଦେଶକ ଶଙ୍କର ଅଳ୍ପକେ…