ଓଡ଼ିଶା ବଜେଟକୁ ନେଇ କ’ଣ ପ୍ରତିକ୍ରିୟା ରଖିଲେ ବିରୋଧୀ ଦଳର ନେତା, ଜାଣନ୍ତୁ
ଭୁବନେଶ୍ୱର: ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଦିନ ବିଧାନସଭାରେ ଓଡ଼ିଶା ବଜେଟ୍ ୨୦୨୦-୨୧ ଉପସ୍ଥାପନ କରିବାପରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।
ଓଡ଼ିଶା ବଜେଟକୁ ନେଇ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏହି ବଜେଟ୍…