Latest Odisha News

BREAKING NEWS

ସୀମାରେ ଯବାନ ପାଳିଲେ ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ: ସୀମାରେ ଯବାନ ପାଳିଲେ ୭୪ତମ ସ୍ୱାଧୀନତା ଦିବସ । ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ସୁରକ୍ଷାବାହିନୀ । ଲଦାଖରେ ସମୁଦ୍ର ପତ୍ତନରୁ ୧୭ ହଜାର ଫୁଟ୍ ଉପରେ ତ୍ରିରଙ୍ଗା ଉଡ଼ାଇଛନ୍ତି ଆଇଟିବିପି ଯବାନ । Indo-Tibetan Border Police (ITBP)…

ଦେଶ ପାଳୁଛି ୭୪ତମ ସ୍ୱାଧୀନତା ଦିବସ, ଗୁଗୁଲର ଡୁଡୁଲ୍ ଜାରି

ନୂଆଦିଲ୍ଲୀ: ସାରା ଦେଶରେ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ଦୁନିଆର ସବୁଠାରୁ ଲୋକପ୍ରିୟ ସର୍ଚ୍ଚ ଇଞ୍ଜନ ଗୁଗୁଲ ଆଜି ଏକ ଡୁଡଲ ତିଆରି କରିଛି । ଏଥିସହିତ ଗୁଗୁଲ ପକ୍ଷରୁ ଜାରି ଏହି ଡୁଡୁଲକୁ ମୁମ୍ବାଇର ଜଣେ ଆର୍ଟିଷ୍ଟ ସଚିନ ଘାନେକର ପ୍ରସ୍ତୁତ କରିଛନ୍ତି । ଏହି…

୭୪ତମ ସ୍ୱାଧୀନତା ଦିବସ; ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ସାରା ଦେଶରେ ଶନିବାର ଦିନ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ସ୍ୱାଧୀନତା…

ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ପାଳୁଛି ୭୪ତମ ସ୍ୱାଧୀନତା ଦିବସ । ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଲଗାତାର ସପ୍ତମ ଥର ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । କରୋନା କଟକଣା ଭିତରେ ଏବର୍ଷ ପାଳିତ ହୋଇଛି ସ୍ୱାଧୀନତା…

ଏସସିବିରେ ୧୦୦ ଟପିଲା ପ୍ଲାଜମା ଦାତାଙ୍କ ସଂଖ୍ୟା, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

କଟକ: କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ୍ (ଏସସିବି)ରେ ୧୦୫ ଜଣ କରୋନା ଆରୋଗ୍ୟ ପ୍ଲାଜମା ଦାନ କରିଛନ୍ତି । ଗତମାସ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରିଥିଲେ । ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ…

ବିଦ୍ୟୁତ ଆଘାତରେ ଶିଶୁ ସମେତ ୩ ଜଣ ମୃତ

ଭୁବନେଶ୍ୱର: ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ତିନି ଜଣଙ୍କର ଅକାଳ ବିୟୋଗ । ଏଭଳି ଦୁଃଖଦ ଘଟଣା ଘଟିଛି ଭୁବନେଶ୍ୱର ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମଡୁମା ଅଞ୍ଚଳରେ । ମୃତକଙ୍କ ଭିତରେ ଜଣେ ୬ ବର୍ଷର ପୁଅ ଓ ଦୁଇ ଜଣ ମହିଳା ଅଛନ୍ତି । ମୃତକମାନେ ହେଲେ ଡୁମଡୁମା ଅନ୍ତର୍ଗତ ସତ୍ୟନଗରର ମହମ୍ମଦ…

ଓଡିଶାର ୨୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାର ପ୍ରାୟ ୨୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ, ବରଗଡ,…

ମହାତ୍ମା ଗାନ୍ଧୀ କାରାଗାର ଓ ସଂସ୍କାର ସେବା ଏକାଡେମୀରେ ଅନଲାଇନ୍ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ବର: ମହାତ୍ମା ଗାନ୍ଧୀ କାରାଗାର ଓ ସଂସ୍କାର ସେବା ଏକାଡେମୀ ଆନିକୁଲ୍ୟରେ ଆୟୋଜିତ ନବ ନିଯୁକ୍ତ ଉପ ସହାକାରୀ କାରାପାଳ ମାନଙ୍କର ମୌଳିକ ଅନଲାଇନ୍ ତାଲିମ କାର୍ଯ୍ୟକ୍ରମ ଗତ ମାସ ୧୫ ତାରିଖଠାରୁ ଆରମ୍ଭ ହୋଇ ଆଜି ଉଦଯାପନ ହୋଇଛି। ଉଦଯାପନ ଦିବସରେ ଓଡିଆ କାରାଗାର ସମୁହର ମହା…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲ୍‌ରେ ସାଇମୁନ୍ ୨୦୨୦ ଉଦ୍‌ଯାପିତ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ସ୍କୁଲ୍ ଦ୍ୱାରା ଆୟୋଜିତ ପୂର୍ବ ଭାରତର ସର୍ବବୃହତ ମଡ଼େଲ୍ ୟୁନାଇଟେଡ଼୍ ନେସନ୍‌ସ୍ (ସାଇମୁନ୍‌)ର ଅଷ୍ଟମ ସଂସ୍କରଣ ଉଦ୍‌ଯାପିତ ହୋଇଯାଇଅଛି। ସାଇମୁନ୍ ସମ୍ପୂର୍ଣ୍ଣ ଭାବେ ଏକ ଯୁବ ସମାବେଶ ଯେଉଁଥିରେ ବିଶ୍ୱର ପ୍ରମୁଖ ସମସ୍ୟା ଓ ତାହାର ସମାଧାନ ଉପରେ…

ଖଣ୍ଡପଡା ବିଧାୟକ ଓ ପତ୍ନୀ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ତଥା ସମ୍ବାଦର ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ତାଙ୍କ ପତ୍ନୀ ସୁଦତ୍ତା ପଟ୍ଟନାୟକ । ଡାକ୍ତରଙ୍କ ପରାମର୍ଶ କ୍ରମେ ଦୁହିଁଙ୍କୁ ଚିକିତ୍ସା ପାଇଁ କଟକର ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବରୁ…