ବାଲୁକା କଳାରେ ସ୍ୱାଧୀନତା ଦିବସର ବାର୍ତ୍ତା
ପୁରୀ: ବାଲୁକା କଳାରେ ୭୪ତମ ସ୍ୱାଧୀନତା ଦିବସର ବାର୍ତ୍ତା । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଦେଶର ଫ୍ରଣ୍ଟ ଲାଇନ୍ ଓ୍ୱାରିୟର୍ସଙ୍କୁ (ଯୋଦ୍ଧା) ସାଲ୍ୟୁଟ ଜଣାଇଛନ୍ତି ।
ଦେଶର…