Latest Odisha News

BREAKING NEWS

ରାଜସ୍ଥାନ ରାଜନୀତି: କାଲି ଗୃହରେ ଅନାସ୍ଥା ପ୍ରସ୍ତାବ ଆଣିବ ବିଜେପି

ଜୟପୁର: ରାଜସ୍ଥାନ ରାଜନୀତିରେ ଏବେବି ଜାରି ରହିଛି ନାଟକ । ଏଠାରେ ଘଡିବେ ଘୋଡା ଛୁଟୁଛି । ଶୁକ୍ରବାର ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ମଧ୍ୟରେ ବିଜେପି ଆସନ୍ତାକାଲି ଗୃହରେ ଅନାସ୍ଥା ପ୍ରସ୍ତାବ ଆଣିବ ବୋଲି ଘୋଷଣା କରିଛି। ତେଣୁ ଅଶୋକ ଗେହଲଟ ସରକାର ସାମ୍ନାରେ ଆସ୍ଥା ଭୋଟ୍…

କରୋନା ରୋଗୀଙ୍କୁ ବୋହିଲେ ନେତା, ହେଲେ କେଉଁଠି?

କୋଲକାତା: କରୋନା ରୋଗୀଙ୍କୁ ବୋହିଲେ ନେତା । ସମସ୍ତଙ୍କୁ ପାଇଁ ସୃଷ୍ଟି କଲେ ଉଦାହାରଣ । କରେନା ମହାମାରୀ ବେଳେ ଜଣେ ରାଜନେତା ସାଜିଲେ ଡ୍ରାଇଭର । କରୋନା ରୋଗୀଙ୍କୁ ବାଇକ୍ ପଛପଟେ ବସାଇ ବୋହିନେଲେ ହସ୍ପିଟାଲ । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗରେ । ପଶ୍ଚିମବଙ୍ଗର ଜଣେ…

ପୁନର୍ଜୀବନ ପାଇଲା ସମ୍ବଲପୁରର ରାଣୀ ବଖରୀ, ହେଲେ ରାସ୍ତା ନିର୍ମାଣରେ ଅଟକିଛି କଣ୍ଟା

ସମ୍ବଲପୁର: ସମ୍ବଲପୁର ରାଜଶାସନ ମୂକ ସାକ୍ଷୀ ରାଣୀ ବଖରୀ ବା ରାଣୀ ମହଲ । ୧୬୬୦ ମସିହାରେ ରାଜା ବଳିଆରସିଂହ ନିଜ ରାଣୀଙ୍କ ପାଇଁ ତିଆରି କରିଥିଲେ ଏହି ମହଲ । ତିନି ମହଲା ବିଶିଷ୍ଟ ଏହି ମହଲରେ ରହିଛି ୧୬ଟି ବଖରା । ଦିନେ ରାଣୀ ଓ ତାଙ୍କ ସହଯୋଗୀମାନଙ୍କ କୋଳାହଳରେ ପୁରି ଉଠୁଥିବା ଏହି ମହଲ…

ଘୁଙ୍ଗୁଡି ପାଇଁ ହତ୍ୟାକାରୀ ସାଜିଲା ପୁଅ !

ଉତ୍ତରପ୍ରଦେଶ: ପଢିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି କଥାଟା ସତ । ଆମ ଜୀବନରେ ଘୁଙ୍ଗୁଡି ଏକ ଅଭିନ୍ନ ଅଙ୍ଗ । ପରିବାରରେ କେହି ନା କେହି ଏପରି ଅଭ୍ୟାସରେ ସଂପୃକ୍ତ ଥାନ୍ତି । ହେଲେ ଘୁଙ୍ଗୁଡି ମାରିବାକୁ ନେଇ ହତ୍ୟାକାଣ୍ଡ ଭଳି ଘଟଣା ଆପଣ କେବେ ବି ଶୁଣିନଥିବେ କି ପଢିନଥିବେ ।…

ବର୍ଷାରେ ଉବୁଟୁବୁ ରାଜଧାନୀ ଦିଲ୍ଲୀ

ନୂଆଦିଲ୍ଲୀ: ବର୍ଷା ପାଣିରେ ଉବୁଟୁବୁ ରାଜଧାନୀ ଦିଲ୍ଲୀ । ମାତ୍ର କିଛି ଘଂଟାର ବର୍ଷାରେ ଜଳାର୍ଣ୍ଣବ ହୋଇଯାଇଛି ଦିଲ୍ଲୀ ସହର ।  ବୁଧବାର ରାତିରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷା ଯୋଗୁଁ ସହରରେ ସବୁଆଡେ ପାଣି ଆଉ ପାଣି ।  ଏତେ ପାଣି ଜମା ହୋଇଥିଲା ଯେ ପାଣି ନିଷ୍କାସନ ହୋଇ ନପାରିବାରୁ ବର୍ଷା…

ସଡକ-୨ ଟ୍ରେଲରକୁ ଦର୍ଶକଙ୍କ ନାପସନ୍ଦ; କିଛି ଏମିତି ଜବାବ ଦେଲେ ପୂଜା ଭଟ୍ଟ

ମୁମ୍ବାଇ: ମହେଶ ଭଟ୍ଟଙ୍କ ନିର୍ଦ୍ଦେଶନାରେ ତିଆରି ହୋଇଥିବା ବଲିଉଡ ଫିଲ୍ମକୁ ଲଗାତାର ଦର୍ଶକଙ୍କ ନେଗେଟିଭ୍ ରେସପୋନ୍ସ ମିଳୁଥିବା ବେଳେ ମୁହଁ ଖୋଲିଛନ୍ତି ପୂଜା ଭଟ୍ଟ । ଏହାର ଟ୍ରେଲର ରିଲିଜ ପରେ ୟୁଟ୍ୟୁବରେ ୩୩୪ ହଜାର ଲୋକ ଏହାକୁ ପସନ୍ଦ କରିଥିବା ବେଳେ ୬.୪ ମିଲିୟନରୁ ଅଧିକ ନାପସନ୍ଦ…

ଅଗଷ୍ଟ ୧୫ରେ ସ୍କୁଲ ଆସିବେନି ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ତାରା କାୟା ବିସ୍ତାର କରି ଚାଲିଛି । ଥମିବାର ନା ଧରୁଦାହିଁ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବଡ ପଦକ୍ଷେପ ନେଇଛନ୍ତି । ଅଗଷ୍ଟ ୧୫ ତଥା ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେନି ଛାତ୍ରଛାତ୍ରୀ । ଏନେଇ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ…

ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁକୁ ନେଇ ଏବେବି ଜାରି ରହିଛି ସସ୍‌ପେନ୍ସ । ତାଙ୍କୁ ହତ୍ୟା କରଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଉପରୁ ପରଦା ଉଠିନି । ତେବେ ଆଜି ସାମ୍ବାଦିକ ସମ୍ମିଳନୀ କରି ତଦନ୍ତ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ସେବାଶ୍ରମ ସଦସ୍ୟ । ପିପୁଲସ୍ ଫର…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ,…

ପର୍ଯ୍ୟଟନ ଶିଳ୍ପକୁ କ୍ରିୟାଶୀଳ କରିବାକୁ ଓଟିଡିସିର ଉଦ୍ୟମ

ଭୁବନେଶ୍ୱର: ରାଜ୍ୟରେ ପର୍ଯ୍ୟଟନ ଶିଳ୍ପକୁ କ୍ରିୟାଶୀଳ କରିବା ନିମନ୍ତେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ   ଗୁରୁବାର ଦିନ ବିଜ୍ଞାପନ ଜାରି କରାଯାଇଛି। ଓଟିଡିସି ଦ୍ୱାରା ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥିବା ଏହି ବିଜ୍ଞାପନ ଗୁଡ଼ିକରେ ମୁଖ୍ୟତଃ ଓଡ଼ିଶାର ବିଭିନ୍ନ…