ରାମ ମନ୍ଦିର ଟ୍ରଷ୍ଟ ମୁଖ୍ୟଙ୍କୁ କରୋନା; ଅଯୋଧ୍ୟାରେ ମୋଦିଙ୍କ ସହ ମଞ୍ଚରେ ଥିଲେ
ମଥୁରା: ଅଯୋଧ୍ୟା ରାମ ଜନ୍ମଭୂମି ଟ୍ରଷ୍ଟର ମହନ୍ତ ନିର୍ତ୍ୟ ଗୋପାଳ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ସପ୍ତାହରେ ହୋଇଥିବା ରାମ ମନ୍ଦିର ଶିଳାନ୍ୟାସ ଉତ୍ସବରେ ମୋଦିଙ୍କ ସହ ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ ।
ସେହି ମଞ୍ଚରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,…