ରଣଜୀ ଟ୍ରଫି: ଓଡିଶା ବିପକ୍ଷରେ ଝାରଖଣ୍ଡ ୩୮ ରନରେ ପଛୁଆ
ଜାମସେଦପୁର: ଏଠାରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଂଟର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ଝାରଖଣ୍ଡ ବିପକ୍ଷରେ ଓଡିଶା ୩୮ ରନରେ ଆଗୁଆ ରହିଛି । ଦ୍ୱିତୀୟ ଦିବସ ଷ୍ଟମ୍ପସ ଅପସାରଣ ବେଳକୁ ଓଡିଶାର ପ୍ରଥମ ଇନିଂସ ସ୍କୋର ୨୮୨ ରନ ଜବାବରେ ଝାରଖଣ୍ଡ ୬ ୱିକେଟ ହରାଇ ୨୪୪ ରନ ସଂଗ୍ରହ…