Latest Odisha News

BREAKING NEWS

ଜାନୁୟାରୀରେ ୪ଜି ଡାଉନଲୋଡ ସ୍ପିଡ଼ ଚାର୍ଟରେ ଜିଓ ସର୍ବାଗ୍ରେ: ଟ୍ରାଇ ତଥ୍ୟ

ଭୁବନେଶ୍ୱର: ହାରାହାରି ୪ଜି ଡାଉନଲୋଡ ସ୍ପିଡ଼ରେ କ୍ରମାଗତ ଉତ୍ତମ ପ୍ରଦର୍ଶନ ଜାରି ରଖି ରିଲାଏନ୍ସ ଜିଓ ୨୦୨୦ ଜାନୁୟାରୀ ମାସରେ ସେକେଣ୍ଡ ପ୍ରତି ୨୦.୯ ମେଗାବିଟ (ଏମବିପିଏସ) ହାରାହାରି ଡାଉନଲୋଡ ସ୍ପିଡ଼ ସହିତ ଅନ୍ୟ ସମସ୍ତ ଟେଲିକମ ଅପରେଟରମାନଙ୍କ ଠାରୁ ଯଥେଷ୍ଟ ଆଗରେ ରାହିଥିବା ଭାରତୀୟ…

ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ମାରକୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଫେବୃଆରୀ ୨୦୨୦ରେ ତାଙ୍କର ସଂସଦୀୟ କ୍ଷେତ୍ର ବାରାଣସୀକୁ ଦିନିକିଆ ଗସ୍ତରେ ଯିବେ । ଏହି ଅବସରରେ ସେ ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ନିର୍ମିତ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଏକ ସ୍ମାରକୀ କେନ୍ଦ୍ରର ଉଦଘାଟନ କରିବେ । ସ୍ମାରକୀ କେନ୍ଦ୍ରରେ…

ନିଆରା ଢଙ୍ଗରେ ଭାଲେଣ୍ଟାଇନ୍ସ ଡ଼େ ପାଳିଲେ ଆକ୍ଟ୍ରେସ୍ ଅଙ୍କିତା !

ଭୁବନେଶ୍ୱର: ଯେଉଁମାନଙ୍କ ପୁଅ ଝିଅ,ନାତିନାତୁଣୀ ଥାଇ ମଧ୍ୟ ନିଜ ବୃଦ୍ଧ ପିତାମାତାଙ୍କୁ ପଚାରନ୍ତିନି ଦେଖାଶୁଣା କରନ୍ତିନି ସେମାନେ ଅନ୍ୟ ଉପାୟ ନପାଇ ବିଭିନ୍ନ ବୃଦ୍ଧାଆଶ୍ରମରେ ନିଜର ବାକି ଜୀବନ ଅତିବାହିତ କରନ୍ତି । ସେମାନେ ପ୍ରେମ ଦିବସ ବୋଲି କିଛି ଜାଣିନଥାନ୍ତ।ଆଜି ସେହି ପ୍ରେମ ଦିବସ…

ଉଦ୍‌ଯାପିତ ହେଲା ଚନ୍ଦନ ଆୱାର୍ଡ଼ ଉତ୍ସବ: ସମ୍ମାନିତ ହେଲେ ୧୦୦ କଳାକାର !

ଭୁବନେଶ୍ୱର: ଆଠଦିନ ବ୍ୟାପୀ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ପ୍ରଥମଥର ପାଇଁ ଯାତ୍ରା ଜଗତର କଳାକାରମାନଙ୍କୁ ନେଇ ଆୟୋଜିତ ଜଲିଉଡ଼ ଚନ୍ଦନ ଆୱାର୍ଡ଼ ଉତ୍ସବ ଆଜି ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ୧୦୦ରୁ ଉର୍ଦ୍ଧ୍ୱ କଳାକାରମାନଙ୍କୁ ଚନ୍ଦନ ଆୱାର୍ଡ଼ ପ୍ରଦାନ କରାଯାଇଥିବା ବେଳେ…

ଦୁଇଦିନିଆ ଜାତୀୟ କର୍ମଶାଳା ଓ ଖାଦ୍ୟମେଳା ଉଦ୍‌ଘାଟିତ

ଭୁବନେଶ୍ୱର: ବୀର ସୁରେନ୍ଦ୍ର ସାଇ ନଗରସ୍ଥିତ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥାନ, ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଅଧିନସ୍ଥ ୨୧ଟି କେନ୍ଦ୍ରୀୟ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥା ମଧ୍ୟରୁ ଅନ୍ୟତମ ତଥା ନିଜ ବର୍ଗର ଏକ ଉତ୍କୃଷ୍ଟ ଶିକ୍ଷା ସଂସ୍ଥାନ । ପର୍ଯ୍ୟଟନ ମନ୍ତ୍ରଣାଳୟ ଭାରତ…

ସ୍ୱର୍ଗତଃ ଲୁଲୁ ମହାପାତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର: ଲୁଲୁ ମହାପାତ୍ର ରାଜ୍ୟସ୍ତରୀୟ ସ୍ମୃତି କମିଟି ତରଫରୁ ଦିବଗଂତ କଂଗ୍ରେସ ନେତା  ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର (ଲୁଲୁ)ଙ୍କ ୫୬ତମ ଜନ୍ମଦିବସ ପାଳନ କରାଯାଇଅଛି । ସ୍ଥାନୀୟ କ୍ୟାପିଟାଲ ହାଇସ୍କୁଲ ସମ୍ମିଳନୀ କକ୍ଷରେ ସ୍ମୃତି କମିଟି ଅଧ୍ୟକ୍ଷ  ଶୁଭେନ୍ଦୁ ମହାନ୍ତି ସଭାପତିତ୍ୱରେ…

କେରଳ ପରି ଓଡ଼ିଶାରେ ବିକଶିତ ହେବ ଜଳ-ପର୍ଯ୍ୟଟନ !

ଭୁବନେଶ୍ୱର: କେରଳ ପରି ଓଡ଼ିଶାରେ ମଧ୍ୟ ସାମୁଦ୍ରିକ ଜଳ କ୍ରୀଡ଼ା ଓ ଜଳ ପର୍ଯ୍ୟଟକକୁ ଗୁରୁତ୍ୱ ଦିଆଯିବ । ଓଡ଼ିଶାରେ ଜଳ-ପର୍ଯ୍ୟଟନକୁ ପ୍ରୋତ୍ସାହିତ କରାଯାଇ ଅନେକ ଯୋଜନା ହାତକୁ ନେବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଗୁରୁବାର ଦିନ ଏନେଇ…

ନିର୍ଭୟା ଦୋଷୀ ବିନୟର ପିଟିସନ ଖାରଜ; ମାନସିକ ସ୍ତରରେ ଠିକ୍ ଅଛି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ନିର୍ଭୟା ଦୁଷ୍କର୍ମ ଓ ଗଣହତ୍ୟା ମାମଲାର ଦୋଷୀ ବିନୟ ଶର୍ମାର ପିଟିସନ ଖାରଜ କରିଦେଇଛି । କୋର୍ଟ କହିଛି, ମେଡିକାଲ ରିପୋର୍ଟରେ ଦୋଷୀ ବିନୟ ଶର୍ମାର ମାନସିକ ଅବସ୍ଥା ଠିକ୍ ଅଛି । ସେ କେବଳ ଶାରୀରିକ ନୁହେଁ ମାନସିକ ସ୍ତରରେ ମଧ୍ୟ ସୁସ୍ଥ ଅଛି । ଜଷ୍ଟିସ ଆର…

ଓଡ଼ିଶା ଖଣି ଆବଣ୍ଟନ ପ୍ରକ୍ରିୟା: କାଶଭି ଇଣ୍ଟରନ୍ୟାସନାଲକୁ ମିଳିଲା ଜରିବାହାଲ ଲୁହାପଥର ଖଣି

ନୂଆଦିଲ୍ଲୀ: କେନ୍ଦୁଝରର କାଶଭି ଇଣ୍ଟରନ୍ୟାସନାଲ୍ ପ୍ରାଇଭେଟ୍ ଲିମିଟେଡ଼କୁ ମିଳିଲା ଜରିବାହାଲ ଲୁହାପଥର ଖଣି, ଏହା ଦ୍ୱିତୀୟ ଖଣି ଭାବେ ଓଡ଼ିଶାର ଏକ ଖଣି କମ୍ପାନୀ ଅଧିନକୁ ଆସିଛି । କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଏହି ଗୁରୁତ୍ୱପୂର୍ଣ୍ଣ ଜରିବାହାଲ ଲୁହାପଥର ଖଣିର ଶୁକ୍ରବାର ଦିନ (ଫେବୃଆରୀ…

ନିର୍ଭୟା ମାମଲା: ଶୁଣାଣି ବେଳେ କୋର୍ଟ ରୁମରେ ବେହୋସ ହେଲେ ଜଷ୍ଟିସ ଭାନୁମତି

ନୂଆଦିଲ୍ଲୀ: ନିର୍ଭୟା ମାମଲାରେ ଦୋଷୀ ବିନୟ ଶର୍ମାର ଆବେଦନ ଉପରେ ସୁପ୍ରିମକୋର୍ଟରେ ଆଜି ଶୁଣାଣି ହୋଇଥିଲା । ଏହି ସମୟରେ ଜଷ୍ଟିସ ଭାନୁମତୀ କୋର୍ଟ ରୁମରେ ବେହୋସ ହୋଇଯାଇଥିଲେ । ଏହାପରେ ତାଙ୍କୁ କୋଠରୀ ଭିତରକୁ ନିଆଯାଇଥିଲା । କୋର୍ଟରେ ଶୁଣାଣିକୁ ସ୍ଥଗିତ କରିଦିଆଯାଇଥିଲା । ଫଇସଲାର…