Latest Odisha News

BREAKING NEWS

ସଂଜୟ ଦତ୍ତଙ୍କୁ ଫୁସଫୁସ୍ କ୍ୟାନସର, ଚିକିତ୍ସା ପାଇଁ ଯିବେ ଆମେରିକା

ମୁମ୍ବାଇ: ସଞ୍ଜୟ ଦତ୍ତ ଫ୍ୟାନଙ୍କ ପାଇଁ ଖରାପ ଖବର । ସଞ୍ଜୁ ବାବାଙ୍କୁ କ୍ୟାନସର । ଫୁସଫୁସ କର୍କଟରେ ଆକ୍ରାନ୍ତ ହୋଇଛନ୍ତି । ଷ୍ଟେଜ ଥ୍ରୀ ଆଡଭାନ୍ସ କ୍ୟାନସର ହୋଇଛି । ଚିକିତ୍ସା ପାଇଁ ସେ ଆମେରିକା ଯିବେ ବୋଲି ସୂଚନା ମିଳିଛି । ତେବେ ଏଯାଏଁ ସଞ୍ଜୟ ଦତ୍ତଙ୍କ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା…

ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି

'ବସୁଦେବ ସୁତ ଦେବଂ କଂସ,ଚାଣୁର ମର୍ଦନଂ। ଦେବକୀ ପରମାନଂଦମ କୃଷ୍ଣମ ବନ୍ଦେ ଜଗତଗୁରୁମ। ।' ଭାଦ୍ରବ କୃଷ୍ଣ ଅଷ୍ଟମୀ ଦିନ ସାନ୍ଧ୍ୟ ଧୂପ ଶେଷ ହେବା ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ସୁଧସୁଆର ସେବକ ଭଣ୍ଡାର ଦ୍ୱାର ଆଗରେ (ଭିତର କାଠ ସମ୍ମୁଖ) ପୋଛା ମାରନ୍ତି । ତତ୍ପରେ, ପୂଜାପଣ୍ଡା…

ସୁଶାନ୍ତଙ୍କ ମୃତ ଶରୀର ତଳକୁ ଓହ୍ଲାଇବା ବେଳେ କିଏ ଦେଖିଥିଲା, ପ୍ରଶ୍ନ ଉଠାଇଲେ ଓକିଲ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ମୋଡ ସାମ୍ନାକୁ ଆସୁଛି । ଦିନ ଯେତେ ଗଡୁଛି ସସ୍‌ପେନ୍ସ ସେତେ ବଢ଼ୁଛି । ଏହି ସୁଶାନ୍ତଙ୍କ ବାପା କେକେ ସିଂଙ୍କ ଓକିଲ ଲଗାତର ରିୟା ଚକ୍ରବର୍ତ୍ତୀ ଓ ମହାରାଷ୍ଟ୍ର ପୋଲିସ ଉପରେ ଉଠାଉଛନ୍ତି । ଆଜି…

ବିଗୁଡୁଛି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା

ନୂଆଦିଲ୍ଲୀ: ବିଗିଡିବାରେ ଲାଗିଛି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା । ସେ ଗତକାଲିଠୁ ଭେଂଟିଲେଟରରେ ଅଛନ୍ତି । ନୂଆଦିଲ୍ଲୀରେ ଥିବା ଆର୍ମି ରିସର୍ଚ୍ଚ ଓ ରେଫରାଲ ହସ୍ପିଟାଲ ପକ୍ଷରୁ ଦିଆଯାଇଥିବା ସୂଚନାରୁ ଏହା ଜଣାପଡିଛି । ପ୍ରଣବ ମୁଖାର୍ଜୀଙ୍କ ସ୍ଵାସ୍ଥ୍ୟରେ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୭୮୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୭୮୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏନେଇ ଟ୍ୱିଟ୍ କରିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଉଲ୍ଲେଖଯୋଗ୍ୟ,…

୮,୭୨୨.୩୮ କୋଟି ଟଙ୍କାର ଅତ୍ୟାଧୁନିକ ଉପକରଣ କ୍ରୟକୁ ପ୍ରତିରକ୍ଷା ବିଭାଗର ଅନୁମୋଦନ

ନୂଆଦିଲ୍ଲୀ: ଦେଶର ସୁରକ୍ଷା ବ୍ୟବସ୍ଥାକୁ ମଜଭୁତ କରିବା ପାଇଁ ଭାରତ ସରକାର ମଙ୍ଗଳବାର ୧.୨ ବିଲିୟନ ଡଲାର(୮,୭୨୨.୩୮ କୋଟି ଟଙ୍କା)ର ପ୍ରତିରକ୍ଷା ସାମଗ୍ରୀ କିଣିବା ପାଇଁ ଅନୁମୋଦନ ଦେଇଛି । ମାସକ ମଧ୍ୟରେ ୫.୫ ବିଲିୟନ ଡଲାର ଭାରତ ଏ ବାବଦକୁ ଅନୁମୋଦନ ଦେଇଛି।  କେନ୍ଦ୍ର ପ୍ରତିରକ୍ଷା…

ସ୍ୱାଧୀନତା ଦିବସ: ମହିଳା ସ୍ୱାଧୀନତା ସଂଗ୍ରାମୀଙ୍କର ବି ରହିଛି ପ୍ରମୁଖ ଯୋଗଦାନ

ଭୁବନେଶ୍ୱର: ଦେଶକୁ ସ୍ୱାଧୀନତାର ସ୍ୱାଦ ଚଖାଇବା ତଥା ଇଂରେଜଙ୍କ କବଳରୁ ମୁକ୍ତ କରିବା ପାଇଁ ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ଯୋଗଦାନ ଖୁବ୍ ରହିଛି । ଯେଉଁମାନେକି ଏକଜୁଟ୍ ହୋଇ ଭାରତୀୟ ମାଟିରୁ ବ୍ରିଟିଶ ମାନଙ୍କୁ ତଡିବାରେ ସଫଳ ହୋଇଥିଲେ । ସ୍ୱାଧୀନତା ପାଇବା ପାଇଁ ପୁରୁଷ ମାନଙ୍କ ସହ…

ମାସ୍କ ନ ପିନ୍ଧି ଯୁକ୍ତି କଲେ ଜାଡେଜାଙ୍କ ପତ୍ନୀ ରିବାବା

ରାଜକୋଟ:ଭାରତୀୟ କ୍ରିକେଟ ଦଳର ସଦସ୍ୟ ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିବାବା ମଙ୍ଗଳବାର ମୂର୍ଖାମୀର ପରିଚୟ ଦେଇଛନ୍ତି । ସେ ମାସ୍କ ନ ପିନ୍ଧି କାରରେ ୨/୩ଜଣ ବ୍ୟକ୍ତିଙ୍କ ସହ ଯାଉଥିଲେ । ଏହା ଦେଖି ମହିଳା ହେଡ କନେଷ୍ଟବଳ ସୋନାଲ ଗଣେଶ୍ୱରୀ ତାଙ୍କୁ ରୋକି ଜରିମାନା ଦେବାକୁ କହିଥିଲେ । ରିବାବା…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୦୯ କରୋନା ଆକ୍ରାନ୍ତ, ୧୩୪ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୦୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…

ଝାରସୁଗୁଡା କୋଭିଡ ହସ୍ପିଟାଲରେ ଜନ୍ମ ନେଲା ନବଜାତ ଶିଶୁ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର କୋଭିଡ ହସ୍ପିଟାଲରେ ଜଣେ ଗର୍ଭବତୀ ମହିଳା ଏକ ଶିଶୁକୁ ଜନ୍ମ ଦେଇଛନ୍ତି । ଯାହା ଜିଲ୍ଲାରେ ପ୍ରଥମ ଘଟଣା ବୋଲି ସୁତ୍ରରୁ ପ୍ରକାଶ । ମେଡିକାଲ୍ କର୍ତ୍ତୃପକ୍ଷଙ୍କ ସୂଚନାନୁଯାୟୀ ଗର୍ଭବତୀ ମହିଳା ଜଣକ କରୋନା ପଜିଟିଭ ଚିହ୍ନଟ ହେବା ପରେ ହସ୍ପିଟାଲରେ…