ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ
ଭୁବନେଶ୍ୱର: ରାଜ୍ୟର ପ୍ରାୟ ୪ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୦ଟା ୩୦ମି.ରୁ ୧ଟା ୩୦ମି. ମଧ୍ୟରେ ରାଜ୍ୟର…